ପୁରୀ ହାଟିଆ ତପସ୍ୱିନୀ ଏକ୍ସପ୍ରେସରେ ଭୟାବହ ଅଗ୍ନିକାଣ୍ଡ

admin | May 2, 2019 | 130 views |0 | Exclusive

ପୁରୀ ହାଟିଆ ତପସ୍ୱିନୀ ଏକ୍ସପ୍ରେସରେ ଭୟାବହ ଅଗ୍ନିକାଣ୍ଡ ।ଏକ୍ସପ୍ରେସର ୪ଟି ବଗିରେ ନିଆଁ ଲାଗିଛି । ନିଆଁ ଲିଭା କାର୍ଯ୍ୟରେ ୩ଟି ଦମକଳ ନିୟୋଜିତ କରାଯାଇଛି । ପୁରୀ ଷ୍ଟେସନରେ ଠିଆ ହୋଇଥିବା ବେଳେ ନିଆଁ ଲାଗିଥିବା ଜଣାପଡ଼ିଛି ।ଏକ୍ସପ୍ରେସରେ ଲାଗିଥିବା ନିଆଁ ପଛର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ । ଖାଲିଥିବା ବଗି ଓ ସମସ୍ତ ଯାତ୍ରୀ ସୁରକ୍ଷିତ ଅବସ୍ଥାରେ ଥିବା ସୂଚନା ମିଳିଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ବଡମ୍ବା ବ୍ଲକ ପରିସରରେ ଛଅ ଦଫା ଦାବି…

Udaya_Labanya | October 5, 2020 | 132 views | 0

. ବଡମ୍ବା(ଉଲାପ୍ର) ବଡମ୍ବା ବ୍ଲକ ପରିସରରେ ସାମାଜିକ କର୍ମୀ ଚିନ୍ମୟ ପଟ୍ଟନାୟକଙ୍କ ନେତୃତ୍ୱରେ ଛଅ ଦଫା ଦାବିନେଇ ଗଣଧାରଣା ଆରମ୍ଭ କରାଯାଇଛି. ଏଥିରେ ବଡମ୍ବା ବ୍ଲକର ଶତାଧିକ ବ୍ୟକ୍ତି ଯୋଗଦାନ କରିଛନ୍ତି, ଗଣଧାରଣାକୁ ବଡମ୍ବା ବ୍ଲକର ଯୁବ କଂଗ୍ରେସ ର କର୍ମକର୍ତ୍ତା…

Leave a Reply

Your email address will not be published. Required fields are marked *

Archives

Categories