#Uncategorized

*ଯାଜପୁର ଜିଲ୍ଲାର ପାଣିକୋଇଲି ଥାନା ପଥରରପଦା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଆଳୁ ବୋଝେଇ ଟ୍ରକ୍‌ ସହ ବାଇକ୍‌ ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା ଦେଇଥିବା ସୂଚନା ହସ୍ତଗତ ହୋଇଛି। ‌ତେବେ, ଏଯାବତ୍‌ ତିନି ଜଣ ମୃତକଙ୍କ ପରିଚୟ ମିଳିପାରି ନାହିଁ।*

Leave a comment

Your email address will not be published. Required fields are marked *