Connect with us

Vastu & Astrology

🌹🌷💐ଆଜିର ରାଶିଫଳ🌹🌷💐

Published

on

🌷💐🌹
ଅଦ୍ୟ ଜାନୁଆରୀ ୧୩ ତାରିଖ ୨୦୨୦ମସିହା(ସୋମବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ମାଘ -କୃଷ୍ଣପକ୍ଷ
ତିଥି – ତୃତୀୟା ସଂଘ୦୫/୩୦ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ ନକ୍ଷତ୍ର-ଅଶ୍ଲେଷା ଦିବା ଘ୧୦/୨୮ପର୍ଯ୍ୟନ୍ତ ତଦନ୍ତେ ମଘା ଚନ୍ଦ୍ର-କର୍କଟ ଦିବା ଘ୧୦/୨୭ପର୍ଯ୍ୟନ୍ତ ତଦନ୍ତେ ସିଂହ
ଯୋଗ-ପ୍ରିତି
କରଣ-ବାଣିଜ୍ୟ
ସୂର୍ଯ୍ୟ -ଧନୁ ୨୯ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୬/୨୭/୪୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୨/୦୩

ଯୋଗିନୀ ଅଗ୍ନିକୋଣେ ସଂଘ୦୫/୩୦ଗତେ ନୈଋତକୋଣେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର ମିଥୁନ ରାଶିର ଘାତବାର

ଅଦ୍ୟ ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୭/୫୦ଗତେ ଘ୦୯/୧୨ମଧ୍ୟେ
ବାରବେଳା- ଦିବା ଘ୦୨/୩୭ଗତେ ଘ୦୪/୦୦ମଧ୍ୟେ*


ଅମୃତବେଳା- ଦିବା ଘ୦୭/୪୫ମଧ୍ୟେ ଓ ଘ୧୦/୫୫ଗତେ ଘ୦୧/୦୪ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୯/୧୫ଗତେ ଘ୧୦/୩୬ମଧ୍ୟେ ଓ ଘ୧୨/୧୫ଗତେ ଘ୦୧/୫୦ମଧ୍ୟେ


ଅଦ୍ୟ ପୋଟଳ ସଂ ଘ୦୫/୩୦ ଗତେ ମୂଳା ଭକ୍ଷଣ ନିଷେଧ
🌹🌷💐ଆଜିର ରାଶିଫଳ🌹🌷💐
———————-
🌹👉ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।

🌹👉ବୃଷ👉ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।

🌹👉ମିଥୁନ👉ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।

🌹👉କର୍କଟ👉ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।

🌹👉ସିଂହ👉ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।

🌹👉କନ୍ୟା👉ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।

🌹👉ତୁଳା👉ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।

🌹👉ବିଛା👉ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।

🌹👉ଧନୁ👉ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।

🌹👉ମକର👉ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।

🌹👉କୁମ୍ଭ👉ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।

🌹👉ମୀନ👉ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।

Share this
Continue Reading
Click to comment

Leave a Reply

Your email address will not be published. Required fields are marked *

Vastu & Astrology

ଆଜିର ରାଶିଫଳ

Published

on


ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ପିଙ୍ଗଳ
ଶ୍ରାବଣମାସ-ମଳ ଶୁକ୍ଳପକ୍ଷ
ତିଥି- ଦଶମୀ ଦିବା ଘ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଏକଦଶୀ
ନକ୍ଷତ୍ର-ଅନୁରାଧା ରାତ୍ରି ଘ୦୧/୩୦ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠା
ଚନ୍ଦ୍ର- ବିଛା
ଯୋଗ- ଶୁକ୍ଲ
କରଣ – ଗର
ସୌରମାସ- କର୍କଟ ୧୨ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୫୧
*✧═════•❁❀
*ଯୋଗିନୀ ଉତ୍ତରେ ଦିବା ଘ ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଅଗ୍ନିକୋଣେ*
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବିଛା,ଧନୁ ଓ ମୀନ ରାଶିର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୩୮ ଗତେ ଘ୧୧/୫୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୦ ଗତେ ଘ୦୭/୪୯ ମଧ୍ୟେ ଓ ଘ୦୨/୧୨ ଗତେ ଘ୦୩/୪୮ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୧/୦୮ ଗତେ ଘ୧୧/୫୩ ମଧ୍ୟେ
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
✧═════•❁❀❁•═════✧
🌹ବୃଷ🌹👉ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
✧═════•❁❀❁•═════✧
🌹ମିଥୁନ🌹👉ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
✧═════•❁❀❁•═════✧
🌹କର୍କଟ🌹👉ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
✧═════•❁❀❁•═════✧
🌹ସିଂହ🌹👉ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
✧═════•❁❀❁•═════✧
🌹କନ୍ୟା🌹👉ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
✧═════•❁❀❁•═════✧
🌹ତୁଳା🌹👉ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
✧═════•❁❀❁•═════✧
🌹ବିଛା🌹👉ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
✧═════•❁❀❁•═════✧
🌹ଧନୁ🌹👉ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
✧═════•❁❀❁•═════✧
🌹ମକର 🌹👉ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
✧═════•❁❀❁•═════✧
🌹କୁମ୍ଭ🌹👉ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |
✧═════•❁❀❁•═════✧
🌹ମୀନ🌹👉ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।
✧═════•❁❀❁•═════✧

Share this
Continue Reading

Vastu & Astrology

ଆଜିର ରାଶିଫଳ

Published

on


ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଫାଲଗୁନମାସ-ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘା
ଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହ
ଯୋଗ- ଅତିଗଣ୍ଡ
କରଣ – ତୈତିଳ
ସୌରମାସ- କୁମ୍ଭ ୨୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯
*✧═════•❁❀
*ଯୋଗିନୀ ଦକ୍ଷିଣେ ଦିବା ଘ୦୨/୧୯ ଗତେ ପଶ୍ଚିମେ*
ମକର ଓ କର୍କଟ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୩୦ ଗତେ ଘ୦୧/୨୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୫୭ ଗତେ ଘ୧୦/୦୮ ମଧ୍ୟେ ଓ ରାତ୍ରି ଘ୦୭/୦୨ ଗତେ ଘ୦୯/୦୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୫୫ ମଧ୍ୟେ ଓ ଘ୦୧/୨୮ ଗତେ ଘ୦୨/୦୮ ମଧ୍ୟେ
═✧*══•❁❀❁•═════✧
*ଅଦ୍ୟ ବାଇଗଣ ଦିବା ଘ୦୨/୧୯ ଗତେ ବିରି ଭକ୍ଷଣ ନିଷେଧ*
ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
✧═════•❁❀❁•═════✧
🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
✧═════•❁❀❁•═════✧
🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
✧═════•❁❀❁•═════✧
🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
✧═════•❁❀❁•═════✧
🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
✧═════•❁❀❁•═════✧
🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
✧═════•❁❀❁•═════✧
🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।
✧═════•❁❀❁•═════✧

Share this
Continue Reading

Vastu & Astrology

ଆଜିର ରାଶିଫଳ

Published

on


ଅଦ୍ୟ ମାର୍ଚ୍ଚ ମାସ ୦୪ ତାରିଖ ୨୦୨୩ ମସିହା(ଶନିବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଫାଲଗୁନମାସ-ଶୁକ୍ଳପକ୍ଷ
ତିଥି- ଦ୍ଵାଦଶୀ ଦିବା ଘ୧୨/୪୫ ଗତେ ତ୍ରୟୋଦଶୀ
ନକ୍ଷତ୍ର-ପୁଷ୍ୟା ରାତ୍ରି ଘ୦୭/୨୪ଗତେ ଅଶ୍ଳେଷା
ଚନ୍ଦ୍ର-କର୍କଟ
ଯୋଗ- ଶୋଭନ
କରଣ – ବାଳବ
ସୌରମାସ- କୁମ୍ଭ ୨୦ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୪୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୫୯
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ୧୧/୪୫ ଗତେ ଦକ୍ଷିଣେ*
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୩୪ ମଧ୍ୟେ ଓ ଘ୦୪/୧୮ ଗତେ ଘ୦୫/୫୧ ମଧ୍ୟେ
ବାରବେଳା – ଦିବା ଘ୦୧/୩୦ ଗତେ ଘ୦୨/୫୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୧୦/୦୭ ଗତେ ଘ୦୧/୨୦ ମଧ୍ୟେ ଓ ରାତ୍ରି ଘ୦୮/୧୪ ଗତେ ଘ୧୦/୩୬ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
*ଅଦ୍ୟ ପୋଇଶାଗ ଦିବା ଘ୧୧/୪୫ ଗତେ ବାଇଗଣ ଭକ୍ଷଣ ନିଷେଧ*
🌹ମେଷ🌹👉: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
✧═════•❁❀❁•═════✧
🌹ବୃଷ🌹👉: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
✧═════•❁❀❁•═════✧
🌹ମିଥୁନ🌹👉: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
✧═════•❁❀❁•═════✧
🌹କର୍କଟ🌹👉: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
✧═════•❁❀❁•═════✧
🌹ସି˚ହ🌹👉: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
✧═════•❁❀❁•═════✧
🌹କନ୍ୟା🌹👉: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
✧═════•❁❀❁•═════✧
🌹ତୁଳା 🌹 👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
✧═════•❁❀❁•═════✧
🌹ବିଛା🌹👉: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
✧═════•❁❀❁•═════✧
🌹ଧନୁ🌹👉: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
✧═════•❁❀❁•═════✧
🌹ମକର🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
✧═════•❁❀❁•═════✧
🌹କୁମ୍ଭ🌹👉: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।
✧═════•❁❀❁•═════✧
🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
✧═════•❁❀❁•═════✧

Share this
Continue Reading
Advertisement
Uncategorized1 week ago

ଆଜିର ରାଶିଫଳ

Uncategorized2 weeks ago

ନଭେମ୍ବର 19 ତାରିଖ ରବିବାର🌹꧁ ଆଜିର ରାଶିଫଳ🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।✧═════•❁❀❁•═════✧🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।✧═════•❁❀❁•═════✧🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।✧═════•❁❀❁•═════✧🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।✧═════•❁❀❁•═════✧🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।✧═════•❁❀❁•═════✧🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।✧═════•❁❀❁•═════✧🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।✧═════•❁❀❁•═════✧🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।✧═════•❁❀❁•═════✧🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।✧═════•❁❀❁•═════✧🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।✧═════•❁❀❁•═════✧🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।✧═════•❁❀❁•═════✧🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

Uncategorized2 weeks ago

Uncategorized1 week ago

ଆଜିର ରାଶିଫଳ

Uncategorized2 weeks ago

ନଭେମ୍ବର 19 ତାରିଖ ରବିବାର🌹꧁ ଆଜିର ରାଶିଫଳ🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।✧═════•❁❀❁•═════✧🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।✧═════•❁❀❁•═════✧🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।✧═════•❁❀❁•═════✧🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।✧═════•❁❀❁•═════✧🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।✧═════•❁❀❁•═════✧🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।✧═════•❁❀❁•═════✧🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।✧═════•❁❀❁•═════✧🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।✧═════•❁❀❁•═════✧🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।✧═════•❁❀❁•═════✧🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।✧═════•❁❀❁•═════✧🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।✧═════•❁❀❁•═════✧🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

Uncategorized2 weeks ago

Trending