🌹🌷💐ଆଜିର ରାଶିଫଳ🌹🌷💐

admin | January 21, 2020 | 57 views |0 | Vastu & Astrology

🌷💐🌹
ଅଦ୍ୟ ଜାନୁଆରୀ ୨୨ ତାରିଖ ୨୦୨୦ମସିହା(ବୁଧବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ମାଘ -କୃଷ୍ଣପକ୍ଷ
ତିଥି – ତ୍ରୟୋଦଶୀ ରାତ୍ରି ଘ୦୨/୦୫ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର-ମୂଳା ରାତ୍ର ଘ୦୧/୧୫ପର୍ଯ୍ୟନ୍ତ ତଦନ୍ତେ ପୂ:ଷାଢା ଚନ୍ଦ୍ର- ଧନୁ
ଯୋଗ-ବ୍ୟାଘାତ
କରଣ-ଗର
ସୂର୍ଯ୍ୟ -ମକର ୦୮ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୬/୨୭/୪୫

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୭/୫୩

ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୨/୨୫ଗତେ ପଶ୍ଚିମେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର କର୍କଟ ରାଶିର ଘାତବାର

ଅଦ୍ୟ ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୯/୧୨ଗତେ ଘ୧୦/୪୦ମଧ୍ୟେ
ବାରବେଳା- ଦିବା ଘ୧୧/୫୯ଗତେ ଘ୦୧/୨୦ମଧ୍ୟେ


ଅମୃତବେଳା- ଦିବା ଘ୦୭/୫୫ମଧ୍ୟେ ଓ ଘ୦୩/୧୫ଗତେ ଘ୦୪/୪୫ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୧୦/୪୦ ଗତେ ଘ୧୨/୦୦ମଧ୍ୟେ ଓ ଘ ୦୪/୧୦ଗତେ ଘ୦୫/୩୨ମଧ୍ୟେ


ଅଦ୍ୟ ବାଇଗଣ ରାତ୍ରି ଘ୦୨/୦୫ ଗତେ ବିରି ଭକ୍ଷଣ ନିଷେଧ

———————-
🌹ମେଷ🌹👉: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାର ଦିନଟିଏ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।

🌹ବୃଷ🌹👉: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

🌹ମିଥୁନ🌹👉: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।

🌹କର୍କଟ🌹👉: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

🌹ସିଂହ🌹👉: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।

🌹କନ୍ୟା🌹👉: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।

🌹ତୁଳା🌹👉: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।

🌹ବିଛା🌹👉: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।

🌹ଧନୁ🌹👉: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।

🌹ମକର🌹👉: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

🌹କୁମ୍ଭ🌹👉: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।

🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

Share this

Related Posts

ଆଜିର ରାଶିଫଳ

Udaya_Labanya | July 28, 2023 | 25 views |0

ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)ଶକାବ୍ଦ -୧୯୪୫ସମ୍ବତ -୨୦୮୦ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ପିଙ୍ଗଳଶ୍ରାବଣମାସ-ମଳ ଶୁକ୍ଳପକ୍ଷତିଥି- ଦଶମୀ ଦିବା ଘ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଏକଦଶୀନକ୍ଷତ୍ର-ଅନୁରାଧା ରାତ୍ରି ଘ୦୧/୩୦ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠାଚନ୍ଦ୍ର- ବିଛାଯୋଗ- ଶୁକ୍ଲକରଣ - ଗରସୌରମାସ- କର୍କଟ ୧୨ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୪ସୂର୍ଯ୍ୟାସ୍ତ -ସନ୍ଧ୍ୟା…

ଆଜିର ରାଶିଫଳ

Udaya_Labanya | March 4, 2023 | 46 views | 0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

Leave a Reply

Your email address will not be published. Required fields are marked *

Archives

Categories