🌹🌷💐ଆଜିର ରାଶିଫଳ🌹🌷💐

admin | February 1, 2020 | 63 views |0 | Vastu & Astrology

🌷💐🌹
ଅଦ୍ୟ ଫେବୃୟାରୀ ୦୧ ତାରିଖ ୨୦୨୦ମସିହା(ଶନିବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ମାଘ -ଶୁକ୍ଳପକ୍ଷ
ତିଥି – ସପ୍ତମୀ ସଂ ଘ ୦୬/୨୦ ପର୍ଯ୍ୟନ୍ତ ଅଷ୍ଟମୀ ନକ୍ଷତ୍ର-ଅଶ୍ବିନୀ ରାତ୍ରି ଘ୦୯/୪୭ ପର୍ଯ୍ୟନ୍ତ ତଦନ୍ତେ ଦ୍ବିଜା ଚନ୍ଦ୍ର- ମେଷ
ଯୋଗ-ସାଧ୍ୟ
କରଣ-ବାଣିଜ୍ୟ
ସୂର୍ଯ୍ୟ -ମକର ୧୮ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୬/୨୫/୪୮

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୪/୧୩

ଯୋଗିନୀ ବାୟବ୍ୟେ ସଂଘ୦୬/୨୨ ଗତେ ଐଶାନ୍ୟେ
ମେଷ ରାଶିର ଘାତଚନ୍ଦ୍ର ବୃଷ,ସିଂହ ଓ କନ୍ୟା ରାଶିର ଘାତବାର

ଅଦ୍ୟ ସପ୍ତମୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ।

କାଳବେଳା -ଦିବା ଘ୦୭/୫୦ମଧ୍ୟେ ଓ ଘ୦୪/୧୦ଗତେ ଘ୦୫/୩୪ମଧ୍ୟେ
ବାରବେଳା- ଦିବା ଘ୦୧/୨୫ଗତେ ଘ୦୨/୪୯ମଧ୍ୟେ


ଅମୃତବେଳା- ଦିବା ଘ୧୦/୧୫ ଗତେ ଘ୦୧/୦୫ମଧ୍ୟେ ଓ ରାତ୍ରି ଘ୦୮/୧୨ଗତେ ଘ୧୦/୩୯ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୫୦ ଗତେ ଘ୦୯/୧୩ମଧ୍ୟେ ଓ ରାତ୍ରି ଘ୦୭/୧୫ଗତେ ଘ୦୮/୫୧ମଧ୍ୟେ


ଅଦ୍ୟ ତାଳ ସଂ ଘ୦୬/୨୧ ଗତେ ନଡିଆ ଭକ୍ଷଣ ନିଷେଧ



———————-
🌹ମେଷ🌷👉: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।

🌹ବୃଷ🌷👉: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।

🌹ମିଥୁନ🌷👉: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

🌹କର୍କଟ🌷👉: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।

🌹ସିଂହ🌷👉କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।

🌹କନ୍ୟା🌷👉: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।

🌹ତୁଳା🌷👉: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

🌹ବିଛା🌷👉: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।

🌹ଧନୁ🌷👉: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।

🌹ମକର🌷👉: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।

🌹କୁମ୍ଭ🌷👉: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।

🌹ମୀନ🌷👉: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

Share this

Related Posts

ଆଜିର ରାଶିଫଳ

Udaya_Labanya | July 28, 2023 | 25 views |0

ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)ଶକାବ୍ଦ -୧୯୪୫ସମ୍ବତ -୨୦୮୦ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ପିଙ୍ଗଳଶ୍ରାବଣମାସ-ମଳ ଶୁକ୍ଳପକ୍ଷତିଥି- ଦଶମୀ ଦିବା ଘ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଏକଦଶୀନକ୍ଷତ୍ର-ଅନୁରାଧା ରାତ୍ରି ଘ୦୧/୩୦ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠାଚନ୍ଦ୍ର- ବିଛାଯୋଗ- ଶୁକ୍ଲକରଣ - ଗରସୌରମାସ- କର୍କଟ ୧୨ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୪ସୂର୍ଯ୍ୟାସ୍ତ -ସନ୍ଧ୍ୟା…

ଆଜିର ରାଶିଫଳ

Udaya_Labanya | March 4, 2023 | 46 views | 0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

Leave a Reply

Your email address will not be published. Required fields are marked *

Archives

Categories