*🌹🌷💐ଆଜିର ରାଶିଫଳ🌹🌷💐*

admin | April 5, 2020 | 44 views |0 | Vastu & Astrology

*🌷💐
*ଅଦ୍ୟ ଅପ୍ରେଲ ୦୫ ତାରିଖ ୨୦୨୦ମସିହା(ରବିବାର)*
ଶକାବ୍ଦ -୧୯୪୧
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଚୈତ୍ର -ଶୁକ୍ଳପକ୍ଷ
ତିଥି -ଦ୍ବାଦଶୀ ରାତ୍ରି ଘ୦୭/୧୪ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ ନକ୍ଷତ୍ର-ମଘା ଦିବା ଘ୦୩/୨୦ ପର୍ଯ୍ୟନ୍ତ ତଦନ୍ତେ ପୂ:ଫାଃ ଚନ୍ଦ୍ର- ସିଂହ
ଯୋଗ-ଶୂଳ
କରଣ-ବବ
ସୂର୍ଯ୍ୟ -ମୀନ ୨୩ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୪୦/୧୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୧୪

ଯୋଗିନୀ ନୈଋତେ ରାତ୍ରି ଘ୦୭/୧୪ ଗତେ ଦକ୍ଷିଣେ
ମକର ଓ କର୍କଟ ରାଶିର ଘାତଚନ୍ଦ୍ର ମେଷ ରାଶିର ଘାତବାର

ଅଦ୍ୟ ଦ୍ବାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା- ଦିବା ଘ୧୦/୧୨ଗତେ ଘ୦୧/୨୫ମଧ୍ୟେ


ଅମୃତବେଳା- ଦିବା ୦୭/୧୨ ଗତେ ଘ୦୮/୪୦ମଧ୍ୟେ ଓ ରାତ୍ରି ଘ୦୮/୫୬ଗତେ ଘ୧୧/୫୨ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୮/୪୪ ଗତେ ଘ୦୮/୪୧ମଧ୍ୟେ ଓ ଘ୦୧/୨୬ଗତେ ଘ୦୨/୪୦ମଧ୍ୟେ


*ଅଦ୍ୟ ପୋଇ ରାତ୍ରି ଘ୦୭/୧୩ଗତେ ବାଇଗଣ ନିଷେଧ

———————-
🌷ମେଷ🌷👉: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।

🌷ବୃଷ🌷👉 : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

🌷ମିଥୁନ🌷👉 : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।

🌷କର୍କଟ🌷👉 : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।

🌷ସିଂହ🌷👉: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।

🌷କନ୍ୟା🌷👉: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

🌷ତୁଳା🌷👉: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

🌷ବିଛା🌷👉: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

🌷ଧନୁ🌷👉 : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।

🌷ମକର🌷👉 : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

🌷କୁମ୍ଭ🌷👉 : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

🌷ମୀନ🌷👉 : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 53 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 62 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories