*🌹🌷💐ଆଜିର ରାଶିଫଳ🌹🌷💐*

admin | April 7, 2020 | 63 views |0 | Vastu & Astrology

🌷💐🌹
ଅଦ୍ୟ ଅପ୍ରେଲ ୦୭ ତାରିଖ ୨୦୨୦ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଚୈତ୍ର -ଶୁକ୍ଳପକ୍ଷ
ତିଥି -ଚତୁର୍ଦ୍ଦଶୀ ଦିବା ଘ୧୨/୦୪ପର୍ଯ୍ୟନ୍ତ ତଦନ୍ତେ ପୂର୍ଣ୍ଣିମା ନକ୍ଷତ୍ର-ଉତ୍ତରା:ଫାଃ ଦିବା ଘ୦୯/୫୨ ପର୍ଯ୍ୟନ୍ତ ତଦନ୍ତେ ହସ୍ତା ଚନ୍ଦ୍ର- କନ୍ୟା
ଯୋଗ-ଧୃବ
କରଣ-ବାଣିଜ୍ୟ
ସୂର୍ଯ୍ୟ -ମୀନ ୨୫ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୩୮/୩୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୫୪

ଯୋଗିନୀ ପଶ୍ଚିମେ ଦିବା ଘ୦ର୧୨/୦୪ଗତେ ବାୟବ୍ୟେ
ବୃଷ ରାଶିର ଘାତଚନ୍ଦ୍ର ମକର ରାଶିର ଘାତବାର

ଅଦ୍ୟ ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୧/୨୨ଗତେ ଘ୦୨/୫୫ମଧ୍ୟେ
ବାରବେଳା- ଦିବା ଘ୦୭/୧୨ଗତେ ଘ୦୮/୪୫ମଧ୍ୟେ


ଅମୃତବେଳା- ଦିବା ୦୮/୪୭ ଗତେ ଘ ୧୦/୩୫ମଧ୍ୟେ ଓ ଘ୦୩/୩୬ଗତେ ଘ୦୫/୦୬ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୧୦/୧୬ ଗତେ ଘ୧୧/୪୬ମଧ୍ୟେ ଓ ଘ୦୨/୫୮ଗତେ ଘ୦୪/୩୦ମଧ୍ୟେ


*ଅଦ୍ୟ ବିରି ଦିବା ଘ୧୨/୦୫ଗତେ ବିରି ଆମିଷ ନିଷେଧ

———————-
🌷ମେଷ🌷👉 – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |

🌷ବୃଷ🌷👉 – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

🌷ମିଥୁନ🌷👉 – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ | ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।

🌷କର୍କଟ🌷👉 – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |

🌷ସିଂହ🌷👉 – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |

🌷କନ୍ୟା🌷👉 – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।

🌷ତୁଳା🌷👉 – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।

🌷ବିଛା🌷👉 – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।

🌷ଧନୁ🌷👉 – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।

🌷ମକର🌷👉 – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |

🌷କୁମ୍ଭ 🌷👉– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |

🌷ମୀନ🌷👉 – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 53 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 62 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories