🌹🌷💐ଆଜିର ରାଶିଫଳ🌹🌷💐

admin | April 9, 2020 | 61 views |0 | Vastu & Astrology

*🌷💐🌹
*ଅଦ୍ୟ ଅପ୍ରେଲ ୦୯ ତାରିଖ ୨୦୨୦ମସିହା(ଗୁରୁବାର)*
ଶକାବ୍ଦ -୧୯୪୧
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ବୈଶାଖ -କୃଷ୍ଣପକ୍ଷ
ତିଥି -ଦ୍ବିତୀୟା ରାତ୍ରି ଘ୧୨/୫୪ପର୍ଯ୍ୟନ୍ତ ତଦନ୍ତେ ତୃତୀୟା ନକ୍ଷତ୍ର-ସ୍ବାତୀ ରାତ୍ରି ଘ୦୧/୦୫ ପର୍ଯ୍ୟନ୍ତ ତଦନ୍ତେ ବିଶାଖା ଚନ୍ଦ୍ର- ତୁଳା
ଯୋଗ-ହର୍ଷଣ
କରଣ-ତୈତିଳ
ସୂର୍ଯ୍ୟ -ମୀନ ୨୭ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୩୭/୦୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯/୨୪

ଯୋଗିନୀ ଉତ୍ତରେ ରାତ୍ରି ଘ୧୨/୫୪ଗତେ ଅଗ୍ନିକୋଣେ ତୁଳା ଓ କୁମ୍ଭ ରାଶିର ଘାତବାର

ଅଦ୍ୟ ଦ୍ବିତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା- ଦିବା ଘ୦୨/୫୪ଗତେ ଘ୦୬/୦୨ମଧ୍ୟେ


ଅମୃତବେଳା- ଦିବା ୧୦/୧୩ ଗତେ ଘ୧୧/୪୦ମଧ୍ୟେ ଓ ଘ୦୧/୧୬ଗତେ ଘ୦୨/୪୪ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୦୫ମଧ୍ୟେ ଓ ଘ୧୧/୪୮ଗତେ ଘ୦୧/୧୨ମଧ୍ୟେ


*ଅଦ୍ୟ ବୋଇତିକଖାରୁ ରାତ୍ରି ଘ୧୨/୫୫ଗତେ ପୋଟଳ ଭକ୍ଷଣ ନିଷେଧ



———————-
🌷ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।

🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 52 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 62 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories