୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ; ୧୦ ଜିଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

admin | May 3, 2020 | 339 views |0 | Exclusive

ଭୁବନେଶ୍ୱର: ରାଜ୍ୟର ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।ସତର୍କ ସୂଚନା ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ଅନୁଗୁଳ, ସୁନ୍ଦରଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟାଗଡା, ନୁଆପଡାର ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।ସେହିପରି ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୧ଟି ଜିଲା ହେଲେ- କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ କେନ୍ଦ୍ରାପଡା ।

Share this

Related Posts

ଆରତୀ ପାଇବ ଲାଭ ଲୋକେ ଭୋଗିବେ କଷ୍ଟ,…

Udaya_Labanya | July 28, 2023 | 28 views |0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ କମ୍ପାନୀ ହେଲେ ଲୋକେ ସୁବିଧା ପାଇବେ, ଏହି ଉଦେଶ୍ୟ ନେଇ ସରକାର ଜମି ଯୋଗାଇଦେଲେ ଆଉ ଆରତୀ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେଲା ଆଠଗଡ ର ଘଣ୍ଟିଖାଲ ଠାରେ, କମ୍ପାନୀ ମହାନଦୀରୁ ପାଣି ନେଲା,…

ଆଠଗଡ ରେ ଖୋଲିଲା ମ୍ୟାନ ଷ୍ଟୋର ର…

Udaya_Labanya | July 16, 2023 | 293 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ ମ୍ୟାନ ଷ୍ଟୋର ର ଏକ ନୂତନ ସୋ ରୂମ ଉଦଘାଟିତ ହୋଇଯାଇଛି, ଏହି ସୋରୁମ ଟିକୁ ଉଦଘାଟନ କରିଥିଲେ ବିଶିଷ୍ଟ କପଡା ବ୍ୟବସାୟୀ ତଥା ଏସ ସ୍କୋୟାର ପ୍ରାଇଭେଟ ଲିମିଟେଡ଼ ର ପରିଚାଳନା ନିର୍ଦେଶକ…

Leave a Reply

Your email address will not be published. Required fields are marked *

Archives

Categories