ମୋଟର କର୍ମଚାରୀଙ୍କ ମୁଖ୍ୟ ମନ୍ତ୍ରୀଙ୍କୁ ଦାବି ପତ୍ର ।

admin | June 2, 2020 | 121 views |0 | Exclusive

ନରସିଂହପୁର,(ଉଲାପ୍ର)ନରସିହପୁର, ବଡମ୍ବା, ତିଗିରିଆ ଓ ଆଠଗଡ଼ ଅଞ୍ଚଳର ଘରୋଇ ମୋଟର ଡ୍ରାଇଭର, କଣ୍ଡକ୍ଟର ମାନଙ୍କର ଗତ ମାର୍ଚ୍ଚ ଅପ୍ରେଲ ମଇ 3 ମାସ ଧରି ବସ୍ ଚାଲୁନଥିବାରୁ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛନ୍ତି। ତେଣୁ ଆର୍ଥିକ ସହାୟତା ଦାବି ନେଇ ଲେବର ୱେଲ୍ଫେୟାର ଆସୋସିଏସନ୍ ସମ୍ପାଦକ କୁଳମଣୀ ରାଉଳ ଙ୍କ ନେତୃତ୍ୱରେ ଏକ ଦଳ ନରସିଂହପୁର ତହସିଲ କାର୍ଯୟାଳୟ ଜରିଆରେ ମୁଖ୍ୟ ମନ୍ତ୍ରୀ ଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି।200 କର୍ମଚାରୀ ଉପସ୍ଥିତ ଥିଲେ।

Share this

Related Posts

ଆରତୀ ପାଇବ ଲାଭ ଲୋକେ ଭୋଗିବେ କଷ୍ଟ,…

Udaya_Labanya | July 28, 2023 | 29 views |0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ କମ୍ପାନୀ ହେଲେ ଲୋକେ ସୁବିଧା ପାଇବେ, ଏହି ଉଦେଶ୍ୟ ନେଇ ସରକାର ଜମି ଯୋଗାଇଦେଲେ ଆଉ ଆରତୀ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେଲା ଆଠଗଡ ର ଘଣ୍ଟିଖାଲ ଠାରେ, କମ୍ପାନୀ ମହାନଦୀରୁ ପାଣି ନେଲା,…

ଆଠଗଡ ରେ ଖୋଲିଲା ମ୍ୟାନ ଷ୍ଟୋର ର…

Udaya_Labanya | July 16, 2023 | 295 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ ମ୍ୟାନ ଷ୍ଟୋର ର ଏକ ନୂତନ ସୋ ରୂମ ଉଦଘାଟିତ ହୋଇଯାଇଛି, ଏହି ସୋରୁମ ଟିକୁ ଉଦଘାଟନ କରିଥିଲେ ବିଶିଷ୍ଟ କପଡା ବ୍ୟବସାୟୀ ତଥା ଏସ ସ୍କୋୟାର ପ୍ରାଇଭେଟ ଲିମିଟେଡ଼ ର ପରିଚାଳନା ନିର୍ଦେଶକ…

Leave a Reply

Your email address will not be published. Required fields are marked *

Archives

Categories