ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର

Udaya_Labanya | July 17, 2020 | 176 views |0 | Politics , ରାଜ୍ୟ ଖବର

ଭୁବନେଶ୍ୱର: (ଉ ଲା ପ୍ର) କୋଭିଡ୍‌ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶା ସରକାର।ଡ୍ୟୁଟିରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ। ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୭,୫୦୦ ଟଙ୍କା ଓ ମୃତ ଆଶା କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୫ ହଜାର ଟଙ୍କା ମିଳିବ।

ସମ୍ପର୍କୀୟଙ୍କୁ ଭତ୍ତା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶନାମା ଜାରି କରିଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ସରକାର ଅସମ୍ବାଧାନିକ ଭାବେ ସରପଞ୍ଚ ଙ୍କୁ ବହିସ୍କାର…

Udaya_Labanya | September 7, 2020 | 81 views |0

ପଦ୍ମପୁର,(ଉଲାପ୍ର)ରାଜ୍ୟ ସରକାର ଅସମ୍ବାଧାନିକ ଉପାୟରେ ସରପଞ୍ଚ ନିରୂପା ସିଂ ଙ୍କୁ ବହିସ୍କାର କରିଛନ୍ତି , ସରକାରଙ୍କ ଏହି ଅନ୍ଯାୟ ପଦକ୍ଷେପ ବିରୁଦ୍ଧରେ ଉଚ୍ଚ ନ୍ଯାୟଳୟ ଦ୍ବାରସ୍ଥ ହେବେ ବୋଲି ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମେରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ନିରୁପାସିଂ…

ଅମ୍ବାଲା ଏୟାର ବେଶରେ ପହଁଚିଲା ଫାୟାର ଫାଇଟର…

Udaya_Labanya | July 29, 2020 | 138 views | 0

ଅମ୍ବାଲା,ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିଛି,ଶେଷରେ ରାଫେଲ ବିମାନ ଫ୍ରାନ୍ସ ରୁ ଆସି ଭାରତର ଅମ୍ବାଲା ଏୟାର ବେଶ ରେ ପହଞ୍ଚିଛି, ଗତ ୨୭ ତାରିଖ ରୁ ଫ୍ରାନ୍ସ ରୁ ବାହାରିଥିବା ଏହି ଫାୟାର ଫାଇଟର ବିମାନ ସାତ ହଜାର କିଲୋମିଟର ଅତିକ୍ରମ…

Leave a Reply

Your email address will not be published. Required fields are marked *

Archives

Categories