ଅମରନାଥ ଯାତ୍ରା ବାତିଲ ହେଲା
Udaya_Labanya | July 22, 2020 | 309 views |0 | Headlines , National , Tradition & Religion , Travel
ନୂଆଦିଲ୍ଲୀ (ଉଲାପ୍ର) ପବିତ୍ର ଅମରନାଥ ଯାତ୍ରାକୁ ଜାମୁ କାଶ୍ମୀର ପ୍ରଶାସନ ବାତିଲ କରିଦେଇଛନ୍ତି,ଚଳିତ ମାସ ୨୧ ତାରିଖରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରା ଅନୁଷ୍ଠିତ ହେବାର ଥିଲା,କରୋନା ସଂକ୍ରମଣ କୁ ଆଖି ଆଗରେ ରଖି ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଏହି ଯାତ୍ରାକୁ ବାତିଲ କରାଯାଇଥିବା ଅମରନାଥ ପରିଚାଳନା ବୋର୍ଡ ବୈଠକ ରେ ଜାମୁ କାଶ୍ମୀର ଉପ ରାଜ୍ୟପାଳ ଗିରିଷ ଚନ୍ଦ୍ର ମୁର୍ମୁ ଘୋଷଣା କରିଛନ୍ତି।