ଓଡିଶା ଆନ୍ଧ୍ର ସୀମାରେ ମାଓବାଦୀ ପୋଲିସ ଗୁଳି ବିନି

Udaya_Labanya | July 26, 2020 | 174 views |0 | Uncategorized

ମୟମାଲକାନଗିରି,(ଉଲାପ୍ର)ଆନ୍ଧ୍ର-ଓଡ଼ିଶା ସୀମାରେ ପୋଲିସ୍ ମାଓବାଦୀ ଗୁଳି ବିନିମୟ ହୋଇଛି, ଚିତ୍ରକୋଣ୍ଡା ସୀମାନ୍ତବର୍ତ୍ତୀ ଆନ୍ଧ୍ରର ଗୁଜେଡି ଜଙ୍ଗଲରେ ଗୁଳି ବିନିମୟ ଘଟଣା ଘଟିଥିବା ପୋଲିସ ସୂତ୍ରରୁ ଜଣା ପଡ଼ିଛି,ପୋଲିସ ଏନ୍‌କାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଖବର ଆସୁଛି,ଘଟଣାସ୍ଥଳରୁ ଟପ୍ ମାଓନେତା ରାମକୃଷ୍ଟ, ଉଦୟ, ଅରୁଣା ଓ ଜଗନ୍ ଫେରାର ହୋଇଯାଇଥିବା ଜଣା ପଡୁଛି,ମାଲକାନଗିରି ଜିଲ୍ଲା ପୋଲିସ କହିଛି ମାଓବାଦୀ ଙ୍କ ଉପରେ ଆଗକୁ ଏଭଳି ଚଢ଼ାଉ ଜାରି ରହିବ।

Share this
  •  
  •  
  •  
  •  
  •  
  •  
  •  

Related Posts

ଟଙ୍କା ଆଦାୟ କରିବାକୁ ଯାଇ ହତ୍ୟା ଦୁଇ…

Udaya_Labanya | December 1, 2022 | 5 views |0

ଫୁଲବାଣୀ,(ସୁନୀଲ ପଟନାୟକ) ବକେୟା ଟଙ୍କା ଆଦାୟ କରିବାକୁ ଯାଇ ଚାପୁଡା ମାଡରେ ହତ୍ୟା ମାମଲାର ବିଚାରଣ କରି,ମାମଲାର ସାଖ୍ୟ ପ୍ରମାଣ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଫୁଲବାଣୀ ଅତିରିକ୍ତ ଜିଲ୍ଲା ଜଜ୍ଜ ସୁଶ୍ରୀ ସ୍ମୃତିରେଖା ବାରିକ ମାମଲାର ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ…

ମା ପାଟଖଣ୍ଡା ଦୁର୍ଗାପୂଜା ସମିତି ସାଧାରଣ ବୈଠକ

Udaya_Labanya | October 3, 2022 | 15 views | 1

ଫୁଲବାଣୀ (ଉଲା ପ୍ର )ବାଲିଗୁଡା ସ୍ଥିତ ମାପlଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ର ସର୍ବ ସାଧାରଣ ବୈଠକ ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇ ଯାଇଛି l ଅନୁଷ୍ଠାନ ର ସଭାପତି ଲୋକନାଥ ପାଢ଼ୀ ଅଧକ୍ଷତା କରିଥିବା ବେଳେ ସମ୍ପାଦକ ଟି ଶ୍ରୀନିବାସ…

Leave a Reply

Your email address will not be published. Required fields are marked *

Archives

Categories