Udaya_Labanya | July 26, 2020 | 95 views |0 | Vastu & Astrology

ଆଜିର ରାଶିଫଳ🌹🌷💐🌹*🌹ମେଷ🌹👉: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।** *🌹ବୃଷ🌹👉: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।**🌹ମିଥୁନ🌹👉: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।* *🌹କର୍କଟ🌹👉: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।* *🌹ସି˚ହ🌹👉: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।**🌹କନ୍ୟା🌹👉: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।**🌹ତୁଳା🌹👉: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।* *🌹ବିଛା🌹👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।* *🌹ଧନୁ🌹👉: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।* *🌹ମକର🌹👉: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।**🌹କୁମ୍ଭ🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।* *🌹ମୀନ🌹👉: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*

Share this

Related Posts

ଆଜିର ରାଶିଫଳ

Udaya_Labanya | July 28, 2023 | 25 views |0

ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)ଶକାବ୍ଦ -୧୯୪୫ସମ୍ବତ -୨୦୮୦ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ପିଙ୍ଗଳଶ୍ରାବଣମାସ-ମଳ ଶୁକ୍ଳପକ୍ଷତିଥି- ଦଶମୀ ଦିବା ଘ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଏକଦଶୀନକ୍ଷତ୍ର-ଅନୁରାଧା ରାତ୍ରି ଘ୦୧/୩୦ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠାଚନ୍ଦ୍ର- ବିଛାଯୋଗ- ଶୁକ୍ଲକରଣ - ଗରସୌରମାସ- କର୍କଟ ୧୨ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୪ସୂର୍ଯ୍ୟାସ୍ତ -ସନ୍ଧ୍ୟା…

ଆଜିର ରାଶିଫଳ

Udaya_Labanya | March 4, 2023 | 46 views | 0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

Leave a Reply

Your email address will not be published. Required fields are marked *

Archives

Categories