*👉IAS ସ୍ତରରେ ଅଦଳବଦଳ* ଆର.କେ. ଶର୍ମା ହେଲେ କୃଷି ଉତ୍ପାଦନ କମିସନର ଅନୁ ଗର୍ଗଙ୍କୁ ମିଳିଲା ଜଳ ସମ୍ପଦ ବିଭାଗ ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ବ ଖଣି ଓ ଇସ୍ପାତ ସଚିବ ହେଲେ ସୁରେନ୍ଦ୍ର କୁମାର ଓ CDA ଚେୟାରମ୍ୟାନ ଭାବେ ଅତିରିକ୍ତ ଦାୟିତ୍ବ ଚିତ୍ରା ଅରୁମୁଗମ୍‌ ହେଲେ ଶ୍ରମ ବିଭାଗର ସଚିବ MSME ବିଭାଗର ସଚିବ ଭାବେ ଦାୟିତ୍ବ ତୁଲାଇବେ ସତ୍ୟବ୍ରତ ସାହୁ । ଏହା ସହ ସତ୍ୟବ୍ରତଙ୍କୁ ମିଳିଲା ସ୍କୁଲ ଓ ଗଣ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ

Udaya_Labanya | July 27, 2020 | 102 views |0 | Slider

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଧାନମନ୍ତ୍ରୀ ଆବାସ ଘର ଠିକ ଭାବେ ଦିଆଯାଉଛି…

Udaya_Labanya | September 23, 2021 | 126 views |0

ଆଠଗଡ(ଉଲାପ୍ର)ଆଠଗଡ ସହରରେ ଭୂମି ହୀନ ମାନଙ୍କୁ ପ୍ରକୃତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସଠିକ ଭାବେ ପ୍ରଦାନ କରାଯାଉଛି କି ନାହିଁ ତାକୁ ଦେଖିବା ପାଇଁ ଆଠଗଡ ସହରରେ ପହଞ୍ଚି ଥିଲେ ସହରାଞ୍ଚଳ ବିଭାଗ ଦ୍ଵାରା ପରିଚାଳିତ ଡୁଡା ଟିମ ର ସଦସ୍ୟ…

ସାପୁଆ ନଦୀ ପ୍ରଦୂଷଣ ରୋକିବା ଓ ଗୋଡିଝରିଆ…

Udaya_Labanya | July 3, 2021 | 226 views | 0

ଆଠଗଡ(ଉଲାପ୍ର)ସାପୁଆ ନଦୀରୁ ପ୍ରଦୂଷଣ ରୋକିବା ଓ ଗୋଡିଝରିଆ ଜଳ ଯୋଗାଣ ପ୍ରକଳ୍ପ ଚାଲୁ କରିବା ଦାବିନେଇ ଆଠଗଡ କଂଗ୍ରେସ ଦଳ ତରଫରୁ ଏକ ସାମ୍ବାଦିକ ସମିଳନୀ ପାର୍ଟି ଅଫିସ ଠାରେ ଅନୁଷ୍ଠିତ ହୋଇଯାଇଛି,ପୂର୍ବତନ ବିଧାୟକ ତଥା କଂଗ୍ରେସ ନେତା ଉମାବଲଭ ରଥଙ୍କ…

Leave a Reply

Your email address will not be published. Required fields are marked *

Archives

Categories