#Vastu & Astrology

ଆଜିର ରାଶିଫଳ

ଅଦ୍ୟ ଅଗଷ୍ଟ ୩୦ ତାରିଖ ୨୦୨୦ମସିହା(ରବିବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଭାଦ୍ରବ-ଶୁକ୍ଳପକ୍ଷ
ତିଥି -ଦ୍ୱାଦଶୀ ଦିବା ଘ୦୮/୧୮ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ ନକ୍ଷତ୍ର-ଉତ୍ତରାଷାଢ଼ା ଦିବା ଘ୦୨/୩୧ ପର୍ଯ୍ୟନ୍ତ ତଦନ୍ତେ ଶ୍ରବଣା
ଚନ୍ଦ୍ର-ମକର
ଯୋଗ-ସୌଭାଗ୍ୟ
କରଣ-ବାଳବ
ସୌରମାସ -ସିଂହ ୧୫ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୩୫/୩୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୨୯

ଯୋଗିନୀ ନୈରୁତକୋଣେ ଦିବା ଘ୦୮/୧୯ ଗତେ ଦକ୍ଷିଣେ
ସିଂହ ରାଶିର ଘାତଚନ୍ଦ୍ର

ମେଷ ରାଶିର ଘାତବାର ଅଦ୍ୟ ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ।

କାଳବେଳା ଓ ବାର ବେଳା – ଦିବା ଘ୧୦/୧୮ଗତେ ଘ୦୧/୨୭ ମଧ୍ୟେ

ବିଶୁଦ୍ଧ ଅମୃତବେଳା-ଦିବା ଘ ୦୭/୧୩ ଗତେ ଘ୦୮/୫୨ ମଧ୍ୟେ ଓ ରାତ୍ରି ଘ୦୮/୫୪ଗତେ ଘ୧୧/୪୪ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ ୦୮/୫୩ ଗତେ ଘ୧୦/୧୭ଧ୍ୟେ ଓ ଘ୦୧/୨୯ଗତେ ଘ୦୩/୦୦ମଧ୍ୟେ


*ଅଦ୍ୟ ପୋଇଶାଗ ଦିବା ଘ୦୮/୧୮ ଗତେ ବାଇଗଣ ଭକ୍ଷଣ ନିଷେଧ
*🌹🌷💐ଆଜିର ରାଶିଫଳ🌹🌷💐*
———————-
🌹ମେଷ🌷👉: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।

🌹ବୃଷ🌷👉: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।

🌹ମିଥୁନ🌷👉: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

🌹କର୍କଟ🌷👉: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।

🌹ସିଂହ🌷👉କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।

🌹କନ୍ୟା🌷👉: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।

🌹ତୁଳା🌷👉: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

🌹ବିଛା🌷👉: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।

🌹ଧନୁ🌷👉: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।

🌹ମକର🌷👉: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।

🌹କୁମ୍ଭ🌷👉: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।

🌹ମୀନ🌷👉: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

Leave a comment

Your email address will not be published. Required fields are marked *