Udaya_Labanya | October 5, 2020 | 166 views | 0
. ବଡମ୍ବା(ଉଲାପ୍ର) ବଡମ୍ବା ବ୍ଲକ ପରିସରରେ ସାମାଜିକ କର୍ମୀ ଚିନ୍ମୟ ପଟ୍ଟନାୟକଙ୍କ ନେତୃତ୍ୱରେ ଛଅ ଦଫା ଦାବିନେଇ ଗଣଧାରଣା ଆରମ୍ଭ କରାଯାଇଛି. ଏଥିରେ ବଡମ୍ବା ବ୍ଲକର ଶତାଧିକ ବ୍ୟକ୍ତି ଯୋଗଦାନ କରିଛନ୍ତି, ଗଣଧାରଣାକୁ ବଡମ୍ବା ବ୍ଲକର ଯୁବ କଂଗ୍ରେସ ର କର୍ମକର୍ତ୍ତା…