#Vastu & Astrology

ଆଜିର ରାଶିଫଳ

ଅଦ୍ୟ ସେପଟେମ୍ବର ୧୫ ତାରିଖ ୨୦୨୦ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଆଶ୍ଵିନ-କୃଷ୍ଣପକ୍ଷ
ତିଥି-ତ୍ରୟୋଦଶୀ ରାତ୍ରି ଘ୧୧/୦୨ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର-ଅଶ୍ଳେଷା ଦିବା ଘ ୦୨/୫୮ ପର୍ଯ୍ୟନ୍ତ ତଦନ୍ତେ ମଘା
ଚନ୍ଦ୍ର- କର୍କଟ ଦିବା ଘ ୦୨/୫୮ ପର୍ଯ୍ୟନ୍ତ ତଦନ୍ତେ ସିଂହ
ଯୋଗ-ଶିବ
କରଣ-ଗର
ସୌରମାସ -ସିଂହ ୩୧ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୩୯/୦୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୭/୩୯

ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୧/୦୨ ଗତେ ପଶ୍ଚିମରେ
କର୍କଟ ଓ ମକର ରାଶିର ଘାତ ଚନ୍ଦ୍ର

ମକର ରାଶିର ଘାତବାର ଅଦ୍ୟ ତ୍ରୟୋଦଶୀର ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧି ରେ ହେବ।

କାଳବେଳା -ଦିବା ଘ୦୧/୧୩ଗତେ ଘ୦୩/୪୪ ମଧ୍ୟେ

ବାରବେଳା – ଦିବା ଘ୦୭/୧୦ଗତେ ଘ୦୮/୪୫ମଧ୍ୟେ

ବିଶୁଦ୍ଧ ଅମୃତବେଳା-ଦିବା ଘ ୦୮/୪୬ ଗତେ ଘ୧୦/୧୦ମଧ୍ୟେ ଓ ଘ୧୧/୪୪ଗତେ ଘ୦୧/୧୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୧୦/୧୨ ଗତେ ଘ ୧୧/୪୪ମଧ୍ୟେ ଓ ଘ୦୩/୪୫ଗତେ ଘ୦୫/୧୭ ମଧ୍ୟେ


*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
*ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*

🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

ଆଜିର ରାଶିଫଳ

Leave a comment

Your email address will not be published. Required fields are marked *