Uncategorized
ଏଚଡବ୍ଲ୍ୟୁଜି ପକ୍ଷରୁ ଅଭିନେତା ସବ୍ୟସାଚୀଙ୍କ ଦ୍ୱାରା ଓଏସଏମସିଏଲକୁ 550 ପଲସ ଅକ୍ସିମିଟର ଦାନ
ଆମେରିକା ଓଡିଶା ସୋସାଇଟିର ହେଲଥ ଆଣ୍ଡ ୱେଲନେସ ଗ୍ରୁପ (ଏଚଡବ୍ଲ୍ୟୁଜି) ପକ୍ଷରୁ ଓଡିଶା ରାଜ୍ୟ ଔଷଧ ନିଗମ (ଓଏସଏମସିଏଲ)କୁ 550 ପଲସ ଅକ୍ସିମିଟର ପ୍ରଦାନ କରାଯାଇଛି | 8 ଲକ୍ଷ ଟଙ୍କା ବିନିଯୋଗରେ ପ୍ରଦାନ କରାଯାଇଥିବା ଏହି ଅକ୍ସିମିଟର ଗୁଡିକ ବିଶେଷ କରି ଗ୍ରାମାଞ୍ଚଳରେ କାମ କରୁଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ବିଶେଷ ସହାୟକ ହେବ | ଯଦ୍ୱାରା ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ସୁଦୃଢ ହେବା ସହିତ କୋଭିଡ ସହ ଲଢେଇରେ ଏହା ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି | ଓଏସଏମସିଏଲର ନିର୍ଦ୍ଦେଶିକା ଯାମିନୀ ଷଡଙ୍ଗୀ ଏବଂ ଜେନେରାଲ ମ୍ୟାନେଜର (ଅପରେସନ) ଡ. ସୌଭାଗ୍ୟ ରଞ୍ଜନ ରଣସିଂହଙ୍କୁ ହେଲଥ ଆଣ୍ଡ ୱେଲନେସ ଗ୍ରୁପର ଗୁଡୱଲ ଆମ୍ବାସାଡାର ଅଭିନେତା ସବ୍ୟସାଚୀ ମିଶ୍ର ଏହି ଅକ୍ସିମିଟର ହସ୍ତାନ୍ତର କରିଛନ୍ତି | ଆଇଏଏସ ଅଧିକାରୀ ଯାମିନୀ ଷଡଙ୍ଗୀ, ଏଚଡବ୍ଲ୍ୟୁଜିର ଅଧ୍ୟକ୍ଷ ଡ. ଦେବାଶିଷ ରାୟ, ପ୍ରକଳ୍ପ ମୁଖ୍ୟ ଡ. ନିବେଦିତା ମହାନ୍ତି ଏବଂ ଭାରତରେ ଏଚଡବ୍ଲ୍ୟୁଜିର ସ୍ୱାସ୍ଥ୍ୟ ପରାମର୍ଶଦାତା ଡ. ସଲିଲ ମହାନ୍ତି ଏହି ପରିଯୋଜନାକୁ ସଫଳ କରାଇବା ଦିଗରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି | ଏହି ଅବସରରେ ବ୍ରାଣ୍ଡ ଆମ୍ବାସଡର ସବ୍ୟସାଚୀ ମିଶ୍ର କହିଛନ୍ତି ଯେ, ଏହା ହେଉଛି ଏଚଡବ୍ଲ୍ୟୁଜିର ଆଉ ଏକ ବଡ ସଫଳତା | ପୂର୍ବରୁ ହେଲଥ ଆଣ୍ଡ ୱେଲନେସ ଗ୍ରୁପ (ଏଚଡବ୍ଲ୍ୟୁଜି) ପକ୍ଷରୁ କୋଭିଡ ପରୀକ୍ଷା ପାଇଁ ଆଡ଼ଭାନ୍ସଡ ମୋବାଇଲ ଟେଷ୍ଟିଙ୍ଗ ଭ୍ୟାନ ପ୍ରଦାନ କରାଯାଇଥିଲା ଏବଂ ଆଜି 550ଟି ଅକ୍ସିମିଟର ପ୍ରଦାନ କରାଗଲା, ଯାହାକି ଓଡିଶା ସ୍ୱାସ୍ଥ୍ୟ ବିଭାଗକୁ ବହୁମାତ୍ରାରେ ସାହାଯ୍ୟ କରିବ |
ହେଲଥ ଆଣ୍ଡ ୱେଲନେସ ଗ୍ରୁପ (ଏଚଡବ୍ଲ୍ୟୁଜି) ଆମେରିକାରେ କାର୍ଯ୍ୟରତ ଡାକ୍ତର ତଥା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କୁ ନେଇ ଗଠିତ | ଏହି ଗ୍ରୁପର ଅଧ୍ୟକ୍ଷ ଡ. ଦେବାଶିଷ ରାୟ ସୂଚନା ଦେଇଛନ୍ତି ଯେ, ଆଗାମୀ ଦିନରେ ଏଚଡବ୍ଲ୍ୟୁଜି ସବ୍ୟସାଚୀଙ୍କ ସହ ମିଶି ଅନେକ ଗୁଡିଏ ଯୋଜନା ହାତକୁ ନେବ | ଏଥି ସହିତ ବିଶ୍ୱର କୋଣ ଅନୁକୋଣରେ କାର୍ଯ୍ୟରତ ଓଡ଼ିଆ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ନେଇ ଏକ ଗ୍ଲୋବାଲ ନେଟୱର୍କ ଗଠନ କରାଯିବ ଯାହା ଓଡିଶାର ସର୍ବାଙ୍ଗୀନ ଉନ୍ନତି ତଥା ବିକାଶ ସହିତ ଏକ ସୁସ୍ଥ ଓଡିଶା ଗଠନ ଦିଗରେ କାର୍ଯ୍ୟ କରିବ |
Uncategorized
ଆଜିର ରାଶିଫଳ
🐏ମେଷ 🐏🦚
👉ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
🐂ବୃଷ🐂🦚
👉ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ
👩👩👦ମିଥୁନ👩👩👦🦚
👉ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ
🦀କର୍କଟ🦀🦚
👉କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବ
🦁ସିଂହ🦁🦚
👉ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।
💃କନ୍ୟା💃🦚
👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।
ତୁଳା⚖️🦚
👉ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
🦂ବିଛା🦂🦚
👉କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ମିଳିବ
🏹ଧନୁ 🏹🦚
👉କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
🐊ମକର🐊🦚
👉ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
🏺କୁମ୍ଭ🏺🦚
👉ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବ
🦈ମୀନ🦈🦚
👉ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
Uncategorized
ନଭେମ୍ବର 19 ତାରିଖ ରବିବାର🌹꧁ ଆଜିର ରାଶିଫଳ🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।✧═════•❁❀❁•═════✧🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।✧═════•❁❀❁•═════✧🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।✧═════•❁❀❁•═════✧🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।✧═════•❁❀❁•═════✧🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।✧═════•❁❀❁•═════✧🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।✧═════•❁❀❁•═════✧🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।✧═════•❁❀❁•═════✧🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।✧═════•❁❀❁•═════✧🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।✧═════•❁❀❁•═════✧🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।✧═════•❁❀❁•═════✧🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।✧═════•❁❀❁•═════✧🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।
-
Uncategorized1 week ago
ଆଜିର ରାଶିଫଳ
-
Uncategorized2 weeks ago

Breaking News6 months ago
କଟକରେ ବିଦୁତ ବିଭ୍ରାଟ ଘଟଣାରେ ବିଜେପିର ଅଭିନଵ ବିକ୍ଷୋଭ
-
Breaking News2 months ago
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ୭୭ ତମ ଜନ୍ମ ଜୟନ୍ତୀ ଅବସରରେ ଆମ ପ୍ରତିଭା ଆମ ସମ୍ମାନ କାର୍ଯ୍ୟକ୍ରମ ରେ ବିଶିଷ୍ଟ ଶିକ୍ଷାବିତ୍ ଓ ସଫଳ ଚାଷୀଙ୍କୁ ସମ୍ମାନିତ
-
Business3 years ago
ମା କରି କୋଲିଆଣି ପେଟ୍ରୋଲ ପମ୍ପ ଉଦଘାଟିତ
-
Breaking News2 years ago
ବିଭୁତି ମିଶ୍ର କଂଗ୍ରେସ ରେ ମିଶିଲେ, ସମବାୟ ଦୁର୍ନୀତି ହେବ ମୂଳ ପ୍ରସଙ୍ଗ ବୋଲି କହିଲେ
-
Breaking News2 weeks ago
ଢେ଼ଙ୍କାନାଳ ବନ ଖଣ୍ଡ ମହା ବିରୋଡ ରେଞ୍ଜ ମାଇ ହାତୀ ର ମୃତ୍ୟୁ । ବନ ବିଭାଗର ଅପାରଗତା ଯୋଗୁ ମାଇ ହାତୀର ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ