Uncategorized
🌹🌼👉ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ଜାନୁଆରୀ ୧୭ ତାରିଖ ୨୦୨୧ ମସିହା(ରବିବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ପୌଷମାସ-ଶୁକ୍ଳପକ୍ଷ
ତିଥି-ଚତୁର୍ଥୀ ଦିବା ଘ୦୭/୪୨ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ନକ୍ଷତ୍ର-ପୂର୍ବଭ।ଦ୍ର
ଚନ୍ଦ୍ର – କୁମ୍ଭ ରାତ୍ରି ଘ୦୧/୩୩ ପର୍ଯ୍ୟନ୍ତ ତଦନ୍ତେ ମୀନ
ଯୋଗ-ବରୀୟ।ନ
କରଣ-ଵିଷ୍ଟି
ସୌରମାସ -ମକର ୦୪ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୬/୨୮/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୫/୫୯
✧═════•❁❀❁•═════✧
ଯୋଗିନୀ ନୈରୁତେ ଦିବା ଘ ୦୭/୪୨ ଗତେ ଦକ୍ଷିଣେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═════✧
କାଳବେଳା ଓ କାଳ ବେଳା – ଦିବା ଘ୧୦/୩୫ ଗତେ ଘ୦୧/୨୦ ମଧ୍ୟେ
✧═════•❁❀❁•════*
ବିଶୁଦ୍ଧ ଅମୃତବେଳା- ଦିବା ଘ ୦୭/୫୨ ଗାତେ ଘ ୦୯/୧୨ମଧ୍ୟେ ଓ ରାତ୍ରି ଘ୦୮/୪୪ ଗତେ ଘ୧୧/୫୬ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୯/୧୩ ଗତେ ଘ୧୦/୩୩ ମଧ୍ୟେ ଓ ଘ୦୧/୨୫ ଗତେ ଘ୦୨/୪୨ ମଧ୍ୟେ
*✧═════•❁❀❁•═════
*ଆଦ୍ୟ ମୂଳା ଦିବା ଘ୦୭/୪୨ ଗତେ ବେଲ ଭକ୍ଷଣ ନିଷେଧ*
✧═════•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତିଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130,
9439435130 ,
7008489288
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹👉ମେଷ
ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।
✧═════•❁❀❁•═════✧
🌹👉ବୃଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।
✧═════•❁❀❁•═════✧
🌹👉ମିଥୁନ
ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।
✧═════•❁❀❁•═════✧
🌹👉କର୍କଟ
ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।
✧═════•❁❀❁•═════✧
🌹👉ସିଂହ
ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।
✧═════•❁❀❁•═════✧
🌹👉କନ୍ୟା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
✧═════•❁❀❁•═════✧
🌹👉ତୁଳା
ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।
✧═════•❁❀❁•═════✧
🌹👉ବିଛା
ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।
✧═════•❁❀❁•═════✧
🌹👉ଧନୁ
ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।
✧═════•❁❀❁•═════✧
🌹👉ମକର
ଆଜି ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
✧═════•❁❀❁•═════✧
🌹👉କୁମ୍ଭ
ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।
✧═════•❁❀❁•═════✧
🌹👉ମୀନ
ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ
✧═════•❁❀❁•═════✧
Uncategorized
ଆଜିର ରାଶିଫଳ
🐏ମେଷ 🐏🦚
👉ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
🐂ବୃଷ🐂🦚
👉ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ
👩👩👦ମିଥୁନ👩👩👦🦚
👉ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ
🦀କର୍କଟ🦀🦚
👉କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବ
🦁ସିଂହ🦁🦚
👉ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।
💃କନ୍ୟା💃🦚
👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।
ତୁଳା⚖️🦚
👉ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
🦂ବିଛା🦂🦚
👉କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ମିଳିବ
🏹ଧନୁ 🏹🦚
👉କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
🐊ମକର🐊🦚
👉ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
🏺କୁମ୍ଭ🏺🦚
👉ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବ
🦈ମୀନ🦈🦚
👉ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
Uncategorized
ନଭେମ୍ବର 19 ତାରିଖ ରବିବାର🌹꧁ ଆଜିର ରାଶିଫଳ🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।✧═════•❁❀❁•═════✧🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।✧═════•❁❀❁•═════✧🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।✧═════•❁❀❁•═════✧🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।✧═════•❁❀❁•═════✧🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।✧═════•❁❀❁•═════✧🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।✧═════•❁❀❁•═════✧🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।✧═════•❁❀❁•═════✧🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।✧═════•❁❀❁•═════✧🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।✧═════•❁❀❁•═════✧🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।✧═════•❁❀❁•═════✧🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।✧═════•❁❀❁•═════✧🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।
-
Uncategorized1 week ago
ଆଜିର ରାଶିଫଳ
-
Uncategorized2 weeks ago

Breaking News6 months ago
କଟକରେ ବିଦୁତ ବିଭ୍ରାଟ ଘଟଣାରେ ବିଜେପିର ଅଭିନଵ ବିକ୍ଷୋଭ
-
Breaking News2 months ago
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ୭୭ ତମ ଜନ୍ମ ଜୟନ୍ତୀ ଅବସରରେ ଆମ ପ୍ରତିଭା ଆମ ସମ୍ମାନ କାର୍ଯ୍ୟକ୍ରମ ରେ ବିଶିଷ୍ଟ ଶିକ୍ଷାବିତ୍ ଓ ସଫଳ ଚାଷୀଙ୍କୁ ସମ୍ମାନିତ
-
Business3 years ago
ମା କରି କୋଲିଆଣି ପେଟ୍ରୋଲ ପମ୍ପ ଉଦଘାଟିତ
-
Breaking News2 years ago
ବିଭୁତି ମିଶ୍ର କଂଗ୍ରେସ ରେ ମିଶିଲେ, ସମବାୟ ଦୁର୍ନୀତି ହେବ ମୂଳ ପ୍ରସଙ୍ଗ ବୋଲି କହିଲେ
-
Breaking News2 weeks ago
ଢେ଼ଙ୍କାନାଳ ବନ ଖଣ୍ଡ ମହା ବିରୋଡ ରେଞ୍ଜ ମାଇ ହାତୀ ର ମୃତ୍ୟୁ । ବନ ବିଭାଗର ଅପାରଗତା ଯୋଗୁ ମାଇ ହାତୀର ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ