#Vastu & Astrology

ଆଜିର ରାଶିଫଳ


ଅଦ୍ୟ ଫେବୃଆରୀ ୦୧ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ମାଘମାସ-କୃଷ୍ଣପକ୍ଷ
ତିଥି-ଚତୁର୍ଥୀ ରାତ୍ରି ଘ୦୬/୪୧ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ନକ୍ଷତ୍ର-ଉତ୍ତରା: ଫା ରାତ୍ରି ଘ୧୨/୪୮ ପର୍ଯ୍ୟନ୍ତ ତଦନ୍ତେ ହସ୍ତା
ଚନ୍ଦ୍ର – ସିଂହ ଦିବା ଘ୦୭/୫୦ ପର୍ଯ୍ୟନ୍ତ ତଦନ୍ତେ କନ୍ୟା
ଯୋଗ-ଅତିଗଣ୍ଡ
କରଣ-ବବ
ସୌରମାସ -ମକର ୧୯ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୬/୨୬/୦୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୫/୪୯
✧═════•❁❀❁•═════✧
ଯୋଗିନୀ ନୈରୁତେ ରାତ୍ର ଘ ୦୬/୪୨ ଗତେ ଦକ୍ଷିଣେ
ବୃଷ ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═════✧
କାଳବେଳା – ଦିବା୦୭/୪୯ ଗତେ ଘ୦୯/୧୩ ମଧ୍ୟେ
ବାରବେଳା – ଦିବା ୦୨/୪୯ ଗତେ ଘ୦୪/୧୨ ମଧ୍ୟେ
✧═════•❁❀❁•════*
ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୭ ମଧ୍ୟେ ଓ ଘ୦୧/୨୬ ଗତେ ଘ୦୨/୪୮ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୯/୧୫ ଗତେ ଘ ୧୦/୩୬ ମଧ୍ୟେ ଓ ରାତ୍ର ଘ୧୨/୦୩ ଗତେ ଘ୦୧/୪୫ ମଧ୍ୟେ
*✧═════•❁❀❁•═════
*ଆଦ୍ୟ ମୂଳା ରାତ୍ର ଘ୦୬/୪୧ ଗତେ ବେଲ ଭକ୍ଷଣ ନିଷେଧ*
🌹ମେଷ🌹👉: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।
✧═════•❁❀❁•═════✧
🌹ବୃଷ🌹👉: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।
✧═════•❁❀❁•═════✧
🌹ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।
✧═════•❁❀❁•═════✧
🌹କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌹ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
✧═════•❁❀❁•═════✧
🌹କନ୍ୟା🌹👉: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।
✧═════•❁❀❁•═════✧
🌹ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
🌹ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
🌹ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
🌹ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।
✧═════•❁❀❁•═════✧
🌹କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
🌹ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *