#Uncategorized

ବଡନାଉପୁଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ଚମ୍ପିୟାନ


ତିଗିରିଆ(ଉଲାପ୍ର)ତିଗିରିଆ ବ୍ଲକ ବଡନାଉପୁଟ ଗ୍ରାମରେ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି, ସ୍ତାନୀୟ ମା ମଙ୍ଗଳା କ୍ରିକେଟ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ କ୍ରିକେଟ ମ୍ୟାଚରେ ମା ମଙ୍ଗଳା କ୍ରିକେଟ କ୍ଲବ ଓ କନ୍ତପହଁରା କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ବଡନାଉପୁଟ କ୍ରିକେଟ

କ୍ଲବ ଚମ୍ପିୟାନ ହୋଇଛି,ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ବିଧାୟକ ଉମା ବଲଭ ରଥ ମୁଖ୍ୟଅତିଥି ଭାବେ ଯୋଗଦେଇ ଚମ୍ପିୟାନ ଓ ରନର୍ସ ଅପ ଦଳକୁ ଟ୍ରଫି ପ୍ରଦାନ କରିଥିଲେ,ଏହି ଟୁର୍ଣ୍ଣାମେଣ୍ଟ ରେ ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ମନୋରଞ୍ଜନ ଦାସ,ବିରଞ୍ଚି ସ୍ୱାଇଁ ପ୍ରମୁଖ ଯୋଗଦେଇଥିଲେ।

Leave a comment

Your email address will not be published. Required fields are marked *