ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲ୍ଲା ପାଇଁ ଦୁଇଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ

ବାଲିଗୁଡା,(ଉଲାପ୍ର): ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲ୍ଲା ପାଇଁ ଦୁଇଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦିତ ହେବା ପରେ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ୱାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ସରୋଜ କର୍ଣ୍ଣ ଅଧ୍ୟକ୍ଷତା କରିଥିବା ବେଳେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ରାଜ୍ୟ … Continue reading ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲ୍ଲା ପାଇଁ ଦୁଇଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ