ନାବାଳିକା ଦୁଷ୍କର୍ମକାରିକୁ ଜୋରିମାନା ସହ ୧୦ ବର୍ଷ ସଶ୍ରମ କାରା ଦଣ୍ଡାଦେଶ

Udaya_Labanya | February 25, 2021 | 33 views |0 | Uncategorized

କନ୍ଧମାଳ,(ଉଲାପ୍ର): କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ବେଲଘରରେ ହୋଇଥିବା ନାବାଳିକା ଦୁଷ୍କର୍ମକାରୀ କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ, ସାଙ୍ଗକୁ ୧୦ ହଜାର ଟଙ୍କା ଜୋରିମାନା ଆଦାୟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଅଭିଯୁକ୍ତ ଜଣକ ବେଲଘର ଥାନା ଅଞ୍ଚଳର ଶଙ୍କର ପ୍ରଧାନୀ। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଫୁଲବାଣୀ ପୋକସୋ କୋର୍ଟ ସ୍ୱତନ୍ତ୍ରଜର୍ଜ ସମର ବିଳାସ ବେହେରା ଉପରୋକ୍ତ ରାୟ ଶୁଣାଇଛନ୍ତି। ଜୋରିମାନା ଅନାଦେୟ ହେଲେ ଅଧିକ ଛମାସ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି l ମାନ୍ୟବର ସ୍ଵତନ୍ତ୍ର ଜର୍ଜ ।ପ୍ରକାଶ ଯେ,ଗତ 2014 ମସିହା ଜାନୁୟାରୀ ମାସ 14 ତାରିଖ ଦିନ ବେଲଘର ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଘରୁ ଡାକି ନେଇ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଶଙ୍କର ପ୍ରଧାନୀ। ଏନେଇ ବେଲଘର ଥାନା ପୋଲିସ ୨/୧୪ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଶଙ୍କର ପ୍ରଧାନୀକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Share this

Related Posts

ଘର ସମ୍ମୁଖ ରୁ ବାଇକ୍ ଚୋରୀ

Udaya_Labanya | September 11, 2023 | 34 views |0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ଦିନକୁ ଦିନ ଚୋରୀ ଡକାୟତି, ରାହାଜlନୀ ବଢିବାରେ ଲାଗିଛି l ଲୋକେ ଆଉ ନିଜକୁ ଆଉ ସୁରକ୍ଷିତ ମଣୁ ନାହାନ୍ତି lଅଭିଯୋଗ କଲେ ଶୁଣିବାକୁ କିଏ ନାହିଁ lଟାଉନ୍ ଥାନା ପୋଲିସ ର ହୁଗୁଳl…

ବାଲିଗୁଡାରେ ୫-ଟି ସଚିବ ଭି କେ ପାଣ୍ଡିଆନ…

Udaya_Labanya | June 17, 2023 | 45 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ…

Leave a Reply

Your email address will not be published. Required fields are marked *

Archives

Categories