#Uncategorized

ଅନୁସୂଚିତ ଜନଜାତି, ଜାତି ବିକାଶ ବିଭାଗ କାର୍ଯ୍ୟକ୍ରମର ଶୁଭାରମ୍ଭ, ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ, ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଛାତ୍ରାବାସର ଉଦ୍‌ଘାଟନ

ବ୍ରହ୍ମପୁର, ସମ୍ବଲପୁର, ରାଉରକେଲାରେ ଆକାଂକ୍ଷା ହଷ୍ଟେଲର ଉଦ୍‌ଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ, ୫୦ ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି ଟଙ୍କାର ବୃତ୍ତି

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଉଦବୋଧନ, ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର, ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ଦେଖାଇ ପାରିଛନ୍ତି, ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ: ମୁଖ୍ୟମନ୍ତ୍ରୀ

Leave a comment

Your email address will not be published. Required fields are marked *