ବଡ଼ ମାଁ ଚଳଚ୍ଚିତ୍ର ର ସୁଟିଂ ଆରମ୍ଭ

Udaya_Labanya | March 13, 2021 | 43 views |0 | Uncategorized


ବରଗଡ଼(ଉଲାପ୍ର)ସ୍ବାଧୀନତା ସଂଗ୍ରାମୀ ବହ୍ନି କନ୍ୟା ପାର୍ବତୀ ଗିରି ଆତ୍ମ ଜୀବନୀ କୁ ନେଇ ନିର୍ମିତ ହେବାକୁ ଥିବା ଚଳଚ୍ଚିତ୍ର ବଡ଼ ମାଁ ର ସୁଟିଂ କାର୍ଯ୍ୟ ଜିଲ୍ଲା ର ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ରେ ଆରମ୍ଭ ହୋଇଛି। ସୁନାମଧନ୍ୟ ଟେଲିଭିଜନ ଓ ଚଳଚ୍ଚିତ୍ର ନିର୍ଦ୍ଦେଶକ ଲିଟୁ ମହାନ୍ତି ଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହେଉଥିବା ଚଳଚ୍ଚିତ୍ର ରେ ପୃଥ୍ୱୀରାଜ ନାଏକ, ଅଶ୍ବିନୀ ପଣ୍ଡା, ପ୍ରଦୀପ ଦେବତା, ଡଃ ତପସ୍ଵିନୀ ଗୁରୁ,ମୋନିକା,କନକ ଦଣ୍ଡ ସେନା, ତଥା ଅନେକ ନବାଗତ କଳାକାର ମାନଙ୍କୁ ଅଭିନୟ ପାଇଁ ସୁଯୋଗ ଦିଆଯାଇଛି। ସହଯୋଗୀ ନିର୍ଦ୍ଦେଶକ ଭାବେ ରାଜେନ୍ଦ୍ର କୁମାର ବାଗ ରହିଥିବା ବେଳେ ସିନେ ଫୋଟୋଗ୍ରାଫି ଭାବେ ଟୁଲୁ ରହିଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ…

Udaya_Labanya | January 25, 2023 | 18 views |0

ଫୁଲବାଣୀ(ସୁନୀ ଲପଟନାୟକ )କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାରସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କନ୍ଧମାଳ ଜିଲ୍ଲା ଆଦିବାସୀଙ୍କ ଉନ୍ନତି ଉପରେ ଗୁରୁତ୍ୱାରୋପ

Udaya_Labanya | January 20, 2023 | 7 views | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ ଓ ଉପାଧ୍ୟକ୍ଷ ନଳୀନି କହଁର ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଉନ୍ନୟନ ଉପଦେଷ୍ଟା ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ରାଜ୍ୟ ସ୍ତରୀୟ…

Leave a Reply

Your email address will not be published. Required fields are marked *

Archives

Categories