ନୂଆ ରୂପରେ କରୋନା ପ୍ରତି ଅଧିକ ସତର୍କତା ଜରୁରୀ । ଲୋକଙ୍କୁ ସାବଧାନତା ନେଇ ସତର୍କ କଲା ସ୍ୱାସ୍ଥ୍ୟ ବିଭାଗ

Udaya_Labanya | March 16, 2021 | 34 views |0 | Uncategorized

👉

  • ଠିକ୍ ଭାବେ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ମାନିବା
  • ସ୍କୁଲ, କଲେଜ, ମନ୍ଦିର ଓ ବଜାରରେ କୋଭିଡ୍ ନିୟମ ମାନିବା
  • ଜନସମାଗମକୁ ସରକାର କୋହଳ କରିଥିଲେ ବି ଆମେ ଦୂରେଇ ରହିବା
    -ବାହାର ରାଜ୍ୟରୁ ଫେରୁଥିଲେ ବ୍ୟକ୍ତିଙ୍କୁ ୭ଦିନ ପୃଥକବାସରେ ରଖିବା
    -ସନ୍ଦିଗ୍ଧ ଲକ୍ଷଣ ଥିବା ବ୍ୟକ୍ତିଙ୍କ ତୁରନ୍ତ କରୋନା ପରୀକ୍ଷା କରାଇବା
    -ସରକାରଙ୍କ ନିର୍ଦ୍ଧାରିତ ସାରଣୀ ଅନୁସାରେ କରୋନା ଟିକା ନିଶ୍ଚିତ ନେବା
    -ଦେହ ହାତ ଅବଶ ଲାଗିବା ନୂଆ ରୂପର ନୂଆ ଲକ୍ଷଣ
    -ଭୋକ ନ ହେବା, ମୁଣ୍ଡ ବିନ୍ଧା, ଦେହ ହାତ ଘୋଳାବିନ୍ଧା ନୂଆ ରୂପର ଲକ୍ଷଣ
Share this
  •  
  •  
  •  
  •  
  •  
  •  
  •  

Related Posts

କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ…

Udaya_Labanya | January 25, 2023 | 21 views |0

ଫୁଲବାଣୀ(ସୁନୀ ଲପଟନାୟକ )କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାରସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କନ୍ଧମାଳ ଜିଲ୍ଲା ଆଦିବାସୀଙ୍କ ଉନ୍ନତି ଉପରେ ଗୁରୁତ୍ୱାରୋପ

Udaya_Labanya | January 20, 2023 | 8 views | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ ଓ ଉପାଧ୍ୟକ୍ଷ ନଳୀନି କହଁର ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଉନ୍ନୟନ ଉପଦେଷ୍ଟା ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ରାଜ୍ୟ ସ୍ତରୀୟ…

Leave a Reply

Your email address will not be published. Required fields are marked *

Archives

Categories