କନ୍ଧମାଳ:ଖଜୁରିପଡା ଅଞ୍ଚଳରେବିବ୍ୟାଙ୍ଗ ଯୁବତୀ ଙ୍କୁ ଦୁଷ୍କର୍ମ ଅଭିଯୋଗ, ଦୁଇ ଗିରଫ

Udaya_Labanya | March 27, 2021 | 25 views |0 | Uncategorized


ଫୁଲବାଣୀ_(ସୁନୀଲପଟନାୟକ)କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ଅଞ୍ଚଳରେ ଜଣେ ବିବ୍ୟାଙ୍ଗଯୁବତୀକୁ ଦୁଷ୍କର୍ମ ଅଭିଯୋଗରେ ଖଜୁରୀପଡା ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି ।
ଗିରଫ ଦୁଇ ଜଣ ଫୁଲବାଣୀ କାଚରା ସାହିର ଜନ୍ମେଜୟ ପୋଢ, ଓ ଶଗଡିଆ ସାହିର ତ୍ରିଲୋଚନ ନାଏକ, I
ସୂଚନାଯୋଗ୍ୟଯେ, ଖଜୁରୀପଡ଼ା ଥାନା ଅଞ୍ଚଳରେ ବିବ୍ୟାଙ୍ଗ ଯୁବତୀ ଜଣକ ଏକାକୀ ଥିବା ସମୟରେ ଏହି ଦୁଇଜଣ ଯୁବକ ଘରେ ଥିବାବେଳେ ଏମାନେ ଘରେପଶି ଦୁଷ୍କର୍ମ କରି ଫେରାର ହୋଇଯାଇଥିଲେ ।
ମାଘରକୁ ଫେରିବା ପରେ ଯୁବତୀ ଜଣଙ୍କ ସବୁ କଥା ମାକୁ କହିବାପରେ ଏ ନେଇ ଖଜୁରୀପଡ଼ା ଥାନାରେ ଏତଲା ଦେଇଥିଲେ। ଖଜୁରୀପଡ଼ା ପୋଲିସ ୪୨/୨୧ରେ ମାମଲା ରୁଜୁ କରି ଏହି ଦୁଇ ଅଭିଯୁକ୍ତକୁ ଗିରଫ କରିଥିବା ଥାନ। ଅଧିକାରୀ ରମାକାନ୍ତ ପାତ୍ର ସୂଚନା ଦେଇଛନ୍ତି ।

Share this
  •  
  •  
  •  
  •  
  •  
  •  
  •  

Related Posts

ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସାନଉଲମା ଗ୍ରାମରେ…

Udaya_Labanya | September 30, 2022 | 7 views |0

_ ନବରଙ୍ଗପୁର/ ଡାବୁଗାଁ(ନି.ପ୍ର): ତା. ୨୯/୦୯/୨୦୨୨ ରିଖ ଦିନ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ବଡ଼ଉଲମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଉଲମା ଗ୍ରାମରେ ଲୋକଙ୍କ ଅଧିକାର ଓ ଜୈବିକ ଚାଷକୁ ନେଇ ସାମାଜିକ ଓ ଆର୍ଥିକ ସଚେତନତା ଉପରେ କାଯ୍ୟ କରୁଥିବା…

ରୋଟାରୀ କ୍ଲବ ପକ୍ଷରୁ ଛାତ୍ର ଛାତ୍ରୀପୁରସ୍କୃତ

Udaya_Labanya | September 25, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରବିବାରଫୁଲବାଣୀ ରୋଟାରୀ କ୍ଲବ ପକ୍ଷରୁ କ୍ଲବ ର ସମ୍ମିଳନୀ କକ୍ଷ ଠାରେସ୍କୁଲ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ବେସିକ ଏଜୁକେସନ ଉପରେ ହୋଇଥିବା ଏକ ପ୍ରତିଯୋଗୀତା ର କୃତି ଛାତ୍ରଛାତ୍ରୀ ଙ୍କୁମାନପତ୍ର, କପ, ଅର୍ଥ ରାଶି ପ୍ରଦାନ…

Leave a Reply

Your email address will not be published. Required fields are marked *

Archives

Categories