ଇଣ୍ଡିଆନ୍ ବ୍ୟାଙ୍କ ଅଲରା ଶାଖା ନୂତନ ଗୃହର ଉଦଘାଟନ

Udaya_Labanya | April 26, 2021 | 33 views |0 | Uncategorized

ନରସିଂହପୁର(ଉଲାପ୍ର)
ନରସିଂହପୁର ବ୍ଲକ ଅନ୍ତର୍ଗତ
ଅଲରା ଗ୍ରାମରେ ଥିବା ଇଣ୍ଡିଆନ ବ୍ୟାଙ୍କର ନୂତନ ଗୃହର ଶୁଭ ଉଦଘାଟନ ହୋଇଛି। ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରାକ୍ତନ ସାଂସଦ ଡକ୍ଟର ପ୍ରସନ୍ନ ପାଟଶାଣୀ ଯୋଗଦେଇ ନୂତନ ଗୃହକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଭାଗବତ ଗୋସାଇଁ ଅନୁଷ୍ଠାନର ଟ୍ରଷ୍ଟି ଶତ୍ରୁଘ୍ନ ନାୟକ ସ୍ୱାଗତ ଅଭିଭାଷଣ ରଖିଥିଲେ ଓ ବ୍ୟାଙ୍କ ମ୍ୟାନେଜର ବିଭୁଦତ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ ସଭାପତି ଶିଶିର ଧଳ, ପୂର୍ବ ସଭାପତି ଲଳିତ କେଶରୀ ବିଶ୍ଵାଳ ,ସରପଞ୍ଚ ନରେଶ ଧଳ, ଶ୍ରୀନିବାସ ବିଶ୍ୱାଳ ଓ ଅନ୍ୟାନ୍ୟ ଗ୍ରାମ୍ୟ କମିଟିର ସଦସ୍ୟ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ…

Udaya_Labanya | January 25, 2023 | 18 views |0

ଫୁଲବାଣୀ(ସୁନୀ ଲପଟନାୟକ )କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାରସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କନ୍ଧମାଳ ଜିଲ୍ଲା ଆଦିବାସୀଙ୍କ ଉନ୍ନତି ଉପରେ ଗୁରୁତ୍ୱାରୋପ

Udaya_Labanya | January 20, 2023 | 7 views | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ ଓ ଉପାଧ୍ୟକ୍ଷ ନଳୀନି କହଁର ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଉନ୍ନୟନ ଉପଦେଷ୍ଟା ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ରାଜ୍ୟ ସ୍ତରୀୟ…

Leave a Reply

Your email address will not be published. Required fields are marked *

Archives

Categories