ଇଣ୍ଡିଆନ୍ ବ୍ୟାଙ୍କ ଅଲରା ଶାଖା ନୂତନ ଗୃହର ଉଦଘାଟନ

Udaya_Labanya | April 26, 2021 | 40 views |0 | Uncategorized

ନରସିଂହପୁର(ଉଲାପ୍ର)
ନରସିଂହପୁର ବ୍ଲକ ଅନ୍ତର୍ଗତ
ଅଲରା ଗ୍ରାମରେ ଥିବା ଇଣ୍ଡିଆନ ବ୍ୟାଙ୍କର ନୂତନ ଗୃହର ଶୁଭ ଉଦଘାଟନ ହୋଇଛି। ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରାକ୍ତନ ସାଂସଦ ଡକ୍ଟର ପ୍ରସନ୍ନ ପାଟଶାଣୀ ଯୋଗଦେଇ ନୂତନ ଗୃହକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଭାଗବତ ଗୋସାଇଁ ଅନୁଷ୍ଠାନର ଟ୍ରଷ୍ଟି ଶତ୍ରୁଘ୍ନ ନାୟକ ସ୍ୱାଗତ ଅଭିଭାଷଣ ରଖିଥିଲେ ଓ ବ୍ୟାଙ୍କ ମ୍ୟାନେଜର ବିଭୁଦତ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ ସଭାପତି ଶିଶିର ଧଳ, ପୂର୍ବ ସଭାପତି ଲଳିତ କେଶରୀ ବିଶ୍ଵାଳ ,ସରପଞ୍ଚ ନରେଶ ଧଳ, ଶ୍ରୀନିବାସ ବିଶ୍ୱାଳ ଓ ଅନ୍ୟାନ୍ୟ ଗ୍ରାମ୍ୟ କମିଟିର ସଦସ୍ୟ ଉପସ୍ଥିତ ଥିଲେ।

Share this

Related Posts

ଜାତୀୟ ଶିକ୍ଷାନୀତିର ସଫଳ ରୂପାୟନ କର୍ମଶାଳା

Udaya_Labanya | May 30, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବେଚ୍ଛାସେବୀ ସଂଗଠନ ‘ସ୍ବାତୀ’ ଏବଂ ‘କ୍ରାଏ’ ପକ୍ଷରୁ ଜାତୀୟ ଶିକ୍ଷାନୀତି ର ସଫଳ ରୂପାୟନ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ…

ଶାଶୁ ଶଶୁରଙ୍କୁ ଥାନାକୁ ଟାଣିଲେ ଓଏଏସ ବୋହୁ

Udaya_Labanya | May 14, 2023 | 16 views | 0

କୋରାପୁଟ ( ଉଲ୍ଲାପ୍ର )ଶାଶୁ ଶ୍ୱଶୁରଙ୍କୁ ଥାନାକୁ ଟାଣିଲେ OAS ବୋହୂ l ମହଙ୍ଗା ପଡ଼ିଲା ମାଟ୍ରିମୋନିରୁ ଜୀବନ ସାଥୀ ଚୟନ। ଜଣେ OAS ଅଧିକାରିଣୀଙ୍କୁ ବିବାହ କରି ହରଡ଼ଘଣାରେ ପଡ଼ିଛନ୍ତି ନିଜକୁ ନାଲକୋର ଡେପୁଟୀ ମ୍ୟାନେଜର କହୁଥିବା ସ୍ବାମୀ। ପତ୍ନୀଙ୍କ…

Leave a Reply

Your email address will not be published. Required fields are marked *

Archives

Categories