ନରସିଂହପୁର ମେଡିକାଲ ରେ ଡାଇଲିସିସ ମେସିନ ଉଦଘାଟିତ

Udaya_Labanya | April 26, 2021 | 23 views |0 | Uncategorized

ନରସିଂହପୁର(ଉଲାପ୍ର)ନରସିଂହପୁର ମେଡ଼ିକାଲ ରେ ହେପଟାଇଟିସ ସି ଭାଇରସ ଡାଇଲିସିସ ମେସିନ ର ଶୁଭାରମ୍ଭ ହୋଇଯାଇଛି, ଏହାକୁ ବିଧାୟକ ଦେବୀ ପ୍ରସାଦ ମିଶ୍ର ଶୁଭାରମ୍ଭ କରିଥିଲେ,ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର ଉପସ୍ଥିତ ଥିଲେ।ଏହି ମେସିନ ଉଦଘାଟିତ ହେବା ପରେ ସ୍ତାନୀୟ ଅଞ୍ଚଳର ଲୋକେ ଏହାର ସୁବିଧା ପାଇ ପାରିବେ ବୋଲି ଆଶା କରାଯାଉଛି।

Share this
  •  
  •  
  •  
  •  
  •  
  •  
  •  

Related Posts

କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ…

Udaya_Labanya | January 25, 2023 | 18 views |0

ଫୁଲବାଣୀ(ସୁନୀ ଲପଟନାୟକ )କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାରସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କନ୍ଧମାଳ ଜିଲ୍ଲା ଆଦିବାସୀଙ୍କ ଉନ୍ନତି ଉପରେ ଗୁରୁତ୍ୱାରୋପ

Udaya_Labanya | January 20, 2023 | 7 views | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ ଓ ଉପାଧ୍ୟକ୍ଷ ନଳୀନି କହଁର ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଉନ୍ନୟନ ଉପଦେଷ୍ଟା ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ରାଜ୍ୟ ସ୍ତରୀୟ…

Leave a Reply

Your email address will not be published. Required fields are marked *

Archives

Categories