#Breaking News #Uncategorized

କନ୍ଧମାଳ ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଶୁଖିଲା ଖାଦ୍ୟ ବଣ୍ଟନ


କନ୍ଧମାଳ,୨୧/୦୫.(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଛାତ୍ର କଂଗ୍ରେସ କମିଟି ତରଫରୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଦୂତିମେଣ୍ଡି ପଞ୍ଚାୟତ ଖୁଣ୍ଟଲାଝର ଗ୍ରାମରେ ଶୁଖିଲା ଖାଦ୍ୟ, ଓ ମାସ୍କ୍ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଂଶୁମାନ ପ୍ରିୟଦର୍ଶନଙ୍କ ନେତୃତ୍ୱରେ ,ବାଦଲ ପାଢ଼ୀ, ମାନସ ନାୟକ, କରୁଣାକର ଦେହୁରୀ, ବଳରାମ ବିନ୍ଧାଣି ଓ କବିଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

Leave a comment

Your email address will not be published. Required fields are marked *