Connect with us

Uncategorized

ବାଲିଗୁଡା : ସ୍ମାର୍ଟ ସ୍କୁଲ କରିବାକୁ ନେଇ ତେଜୁଛି ବିବାଦ: ସ୍ମାର୍ଟ ସ୍କୁଲ ସରକାରୀ ବିଦ୍ୟାଳୟରେ କରିବାକୁ ଦାବୀ

Published

on

ବାଲିଗୁଡା,୦୨/୦୬.(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସରକାରଙ୍କ ସ୍ମାର୍ଟ ସ୍କୁଲ ତାଲିକାରେ ସ୍ଥାନ ପାଇଥିବା ଏକ ବାଳିକା ଉଚ୍ଚ ବିଦ୍ୟାଳୟକୁ ନେଇ ସୃଷ୍ଟି ହୋଇଛି ବିବାଦ। ଏହି ବିଦ୍ୟାଳୟର ଜମି ଘରୋଇ ମାଲିକାନାରେ ରହିଥିବା ବେଳେ ଏହାର ପରିସରରେ ଏକ ଧର୍ମାନୁଷ୍ଠାନ ରହିଛି। ସେପଟେ ସରକାର ସ୍ମାର୍ଟ ସ୍କୁଲ ନାମରେ ସମସ୍ତ ଜମି ଅକ୍ତିଆରକୁ ନେଇ ଯିବେ ବୋଲି ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଅଧିନସ୍ଥ ବ୍ରାହ୍ମଣୀଗାଁ ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଘରୋଇ ମାଲିକାନାରେ ରହିଥିବା ଜମିରେ ସ୍ମାର୍ଟ ସ୍କୁଲ ପ୍ରତିଷ୍ଠା କରାନଯାଇ ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ କରିବା ପାଇଁ ଲୋକେ ଦାବି କରୁଛନ୍ତି। ରାଜ୍ୟର ସ୍ମାର୍ଟ ସ୍କୁଲ ତାଲିକାରେ କନ୍ଧମାଳ ଜିଲ୍ଲାର ୧୦ ହାଇସ୍କୁଲ ସ୍ଥାନ ପାଇଛି। ଏହା ମଧ୍ୟରେ ଦାରିଙ୍ଗବାଡି ବ୍ଲକର ୨ ହାଇସ୍କୁଲ ରହିଛି। ଗୋଟିଏ ହେଲା ସିମନବାଡ଼ି ହାଇସ୍କୁଲ ଏବଂ ଅନ୍ୟଟି ବ୍ରାହ୍ମଣୀଗାଁ ସ୍ଥିତ ପ୍ରଭାତି ତାରା ବାଳିକା ହାଇସ୍କୁଲ। ହେଲେ ପ୍ରଭାତି ତାରା ବାଳିକା ଉଚ୍ଚ ବିଦ୍ୟାଳୟର ଜମି ଘରୋଇ ମାଲିକାନାରେ ରହିଛି। ଏହାର ପରିସରରେ ଏକ ଧର୍ମାନୁଷ୍ଠାନ ରହିଛି। ଯାହାକି ମା ଲୁର୍ଦ୍ଦୁମେରୀଙ୍କ ପୂଜାର୍ଚ୍ଚନା ସ୍ଥଳ। ଯେଉଁଠି ସ୍ଥାନୀୟ ବ୍ରାହ୍ମଣୀଗାଁ ଅଞ୍ଚଳର ଖ୍ରୀଷ୍ଟଆନ ସମ୍ପ୍ରଦାୟର ଲୋକେ ଦୀର୍ଘ ବର୍ଷ ହେବ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରି ଆସୁଛନ୍ତି। ଏହି ବାଳିକା ଉଚ୍ଚ ବିଦ୍ୟାଳୟକୁ ସରକାର ସ୍ମାର୍ଟ ସ୍କୁଲ ତାଲିକାରେ ସାମିଲ କରିଥିବା ବେଳେ ଧିରେ ଧିରେ ଘରୋଇ ମାଲିକାନାରେ ରହିଥିବା ଜମିକୁ ସରକାର ନିଜ ଅକ୍ତିଆରକୁ ନେଇଯିବେ। ଯାହା ଫଳରେ ଏଠାରେ ରହିଥିବା ପୂଜାସ୍ଥଳକୁ ବାଧା ଆସିବ। ଏହା ଦ୍ୱାରା ପ୍ରାର୍ଥନା ଅଥବା ପୂଜାର୍ଚ୍ଚନା କରିବାରେ ସମସ୍ୟା ସୃଷ୍ଟି ହେବ ବୋଲି ଏବେ ଠାରୁ ସନ୍ଦେହ କରୁଛନ୍ତି ବ୍ରାହ୍ମଣୀଗାଁ ଅଞ୍ଚଳର ଲୋକେ। ଏନେଇ ସ୍ଥାନୀୟ ଲୋକଙ୍କ କହିବା କଥା ସେମାନେ ସରକାରଙ୍କ ସ୍ମାର୍ଟ ସ୍କୁଲକୁ ବିରୋଧ କରୁନାହାନ୍ତି। ହେଲେ ପ୍ରଭାତି ତାରା ବାଳିକା ଉଚ୍ଚ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲରେ ସାମିଲ କରିବା ପରିବର୍ତ୍ତେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ କରାଯାଉ। ଯାହା ଦ୍ୱାରା ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ଧର୍ମାନୁଷ୍ଠାନକୁ କୌଣସି ବାଧା ଆସିବ ନାହିଁ। ଏହା ସହ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ମାର୍ଟ ସ୍କୁଲ କରାଗଲେ କେବଳ ଝିଅ ପିଲା ନୁହେଁ ଉଭୟ ବାଳକ ବାଳିକା ମଧ୍ୟ ଏହାର ସୁବିଧା ପାଇପାରିବେ ବୋଲି ସ୍ଥାନୀୟ ବାସିନ୍ଦା ମାନେ କହିଛନ୍ତି । ହେଲେ ଏହା ସତ୍ତ୍ୱେ ମଧ୍ୟ ଜିଲ୍ଲା ପ୍ରଶାସନ ଯଦି ଏନେଇ ବିଚାର କରି ପଦକ୍ଷେପ ନ ନିଅନ୍ତି, ତେବେ ବ୍ରାହ୍ମଣୀଗାଁ ଅଞ୍ଚଳବାସୀ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବୁ ବୋଲି କହିଛନ୍ତି । ଏଥି ପ୍ରତି ଜିଲ୍ଲା ପ୍ରଶାସନ ପୁନଃ ବିଚାର କରି ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।

Share this
Continue Reading
Click to comment

Leave a Reply

Your email address will not be published. Required fields are marked *

Uncategorized

ଆଜିର ରାଶିଫଳ

Published

on

🐏ମେଷ 🐏🦚
👉ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
🐂ବୃଷ🐂🦚
👉ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ

👩‍👩‍👦ମିଥୁନ👩‍👩‍👦🦚
👉ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ
🦀କର୍କଟ🦀🦚
👉କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେ
🦁ସିଂହ🦁🦚
👉ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।

💃କନ୍ୟା💃🦚
👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।
ତୁଳା⚖️🦚
👉ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।

🦂ବିଛା🦂🦚
👉କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ମିଳିବ
🏹ଧନୁ 🏹🦚
👉କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
🐊ମକର🐊🦚
👉ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।

🏺କୁମ୍ଭ🏺🦚
👉ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବ
🦈ମୀନ🦈🦚
👉ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି‌ ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

Share this
Continue Reading

Uncategorized

ନଭେମ୍ବର 19 ତାରିଖ ରବିବାର🌹꧁ ଆଜିର ରାଶିଫଳ🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।✧═════•❁❀❁•═════✧🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।✧═════•❁❀❁•═════✧🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।✧═════•❁❀❁•═════✧🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।✧═════•❁❀❁•═════✧🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।✧═════•❁❀❁•═════✧🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।✧═════•❁❀❁•═════✧🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।✧═════•❁❀❁•═════✧🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।✧═════•❁❀❁•═════✧🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।✧═════•❁❀❁•═════✧🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।✧═════•❁❀❁•═════✧🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।✧═════•❁❀❁•═════✧🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

Published

on

Share this
Continue Reading

Uncategorized

Published

on

ଆଠଗଡ ରେ ଭାଲୁ ଆତଙ୍କ, ଭାଲୁ ଆକ୍ରମଣ ରେ ଜଣେ ଆହତ, ଭାଲୁକୁ କାବୁକଲା ବନବିଭାଗ

Share this
Continue Reading
Advertisement
Uncategorized1 week ago

ଆଜିର ରାଶିଫଳ

Uncategorized2 weeks ago

Trending