Uncategorized
ରଥ ନିର୍ମାଣ ବାବଦରେ ବିଧାୟକଙ୍କ ଚିଠି ବଢାଇଲା ବିବାଦ । ନୀଳଗିରି ବିଧାୟକଙ୍କ ନାଁରେ ଏତଲା, ନିଜକୁ ଜଗତଗୁରୁ ଭାବୁଛନ୍ତି କି ବୋଲି ପ୍ରଶ୍ନ କଲା ଜଗନ୍ନାଥ ସେନା ।
ବିଧାୟକଙ୍କ ଚିଠି ବଢାଇଲା ବିବାଦ । ବାଲେଶ୍ୱର ନୀଳଗିରିରେ ଚଳିତବର୍ଷ ରଥଯାତ୍ରା ନେଇ ଜିଲ୍ଲାପାଳଙ୍କୁ ସ୍ଥାନୀୟ ବିଧାୟକ ସୁକାନ୍ତ ନାୟକଙ୍କ ଚିଠି, ବିବାଦ ଘେରକୁ ଟାଣିନେଇଛି । କୋଭିଡ୍ ସମୟରେ ରଥ ନିର୍ମାଣରେ ଅଯଥା ଖର୍ଚ୍ଚ ନକରାଯାଉ ବୋଲି ସେ ନିଜ ଚିଠିରେ ଉଲ୍ଲେଖ କରିଥିଲେ । ତେବେ ମହାପ୍ରଭୁଙ୍କ ରଥଯାତ୍ରା ନେଇ ଖର୍ଚ୍ଚକୁ ଅଯଥା ବୋଲି କହିବା, ଅତ୍ୟନ୍ତ ଅଶୋଭନୀୟ ଏବଂ ଏହା ଜଗନ୍ନାଥପ୍ରେମୀଙ୍କ ଭାବାବେଗ ପ୍ରତି କୁଠାରଘାତ ବୋଲି ଅଭିଯୋଗ ହୋଇଛି ।
ସେପଟେ ବିଧାୟକଙ୍କ ଚିଠିକୁ ନେଇ ବର୍ଷିବା ସହ ବିଧାୟକଙ୍କ ବିରୋଧରେ ଥାନାରେ ଏତଲା ଦେଇଛି ଜଗନ୍ନାଥ ସେନା । ଜଗନ୍ନାଥ ସେନା ପକ୍ଷରୁ କୁହାଯାଇଛି, ବିଧାୟକ ହୋଇ କଳାପାହାଡ ଭଳି କାମ କରିଛନ୍ତି । ବାଲେଶ୍ୱର ନୀଳଗିରିରେ ରଥ ନିର୍ମାଣରେ ଅଯଥା ଖର୍ଚ୍ଚ ନକରିବାକୁ ଚିଠି ଲେଖି ସମସ୍ତ ଜଗନ୍ନାଥପ୍ରେମୀଙ୍କ ମନରେ ବିଧାୟକ ଆଘାତ ଦେଇଛନ୍ତି । ସ୍ଥାନୀୟ ପ୍ରଶାସନ ଏବଂ ସରକାର ଚୁପ୍ ଥିବା ବେଳେ ରଥଯାତ୍ରା ବନ୍ଦ କରାଇବାକୁ ବିଧାୟକଙ୍କୁ କିଏ ଦେଲା ଅନୁମତି । ବିଧାୟକ କଣ ନିଜକୁ ଜଗତଗୁରୁ ଭାବୁଛନ୍ତି କି ବୋଲି ପ୍ରଶ୍ନ କରିଛି ଜଗନ୍ନାଥ ସେନା । ବିଧାୟକ ତୁରନ୍ତ କ୍ଷମା ପ୍ରାର୍ଥନା ନକଲେ, ତାଙ୍କୁ ଗିରଫ କରିବା ପାଇଁ ଆଗାମୀ ଦିନରେ ଦାବି ଜୋର ଧରିବ ବୋଲି ଚେତାଇ ଦେଇଛି ଜଗନ୍ନାଥ ସେନା ।
Uncategorized
ଆଜିର ରାଶିଫଳ
🐏ମେଷ 🐏🦚
👉ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
🐂ବୃଷ🐂🦚
👉ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ
👩👩👦ମିଥୁନ👩👩👦🦚
👉ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ
🦀କର୍କଟ🦀🦚
👉କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବ
🦁ସିଂହ🦁🦚
👉ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।
💃କନ୍ୟା💃🦚
👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।
ତୁଳା⚖️🦚
👉ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
🦂ବିଛା🦂🦚
👉କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ମିଳିବ
🏹ଧନୁ 🏹🦚
👉କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
🐊ମକର🐊🦚
👉ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
🏺କୁମ୍ଭ🏺🦚
👉ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବ
🦈ମୀନ🦈🦚
👉ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
Uncategorized
ନଭେମ୍ବର 19 ତାରିଖ ରବିବାର🌹꧁ ଆଜିର ରାଶିଫଳ🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।✧═════•❁❀❁•═════✧🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।✧═════•❁❀❁•═════✧🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।✧═════•❁❀❁•═════✧🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।✧═════•❁❀❁•═════✧🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।✧═════•❁❀❁•═════✧🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।✧═════•❁❀❁•═════✧🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।✧═════•❁❀❁•═════✧🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।✧═════•❁❀❁•═════✧🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।✧═════•❁❀❁•═════✧🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।✧═════•❁❀❁•═════✧🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।✧═════•❁❀❁•═════✧🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।
-
Uncategorized3 weeks ago

Business3 years ago
ମା କରି କୋଲିଆଣି ପେଟ୍ରୋଲ ପମ୍ପ ଉଦଘାଟିତ
-
Breaking News2 months ago
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ୭୭ ତମ ଜନ୍ମ ଜୟନ୍ତୀ ଅବସରରେ ଆମ ପ୍ରତିଭା ଆମ ସମ୍ମାନ କାର୍ଯ୍ୟକ୍ରମ ରେ ବିଶିଷ୍ଟ ଶିକ୍ଷାବିତ୍ ଓ ସଫଳ ଚାଷୀଙ୍କୁ ସମ୍ମାନିତ
-
Breaking News3 months ago
ହଷ୍ଟେଲ ଛାତ୍ର ମୃତ୍ୟୁ ଘଟଣା
ପ୍ରଧାନ ଶିକ୍ଷୟତ୍ରୀ ଙ୍କ
ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବୀକରି ଶତାଧିକ ଲୋକଙ୍କ ରାସ୍ତା ଅବରୋଧ -
Breaking News8 months ago
ବେଦାନ୍ତ ବିଶ୍ୱବିଦ୍ୟାଳୟ ଥିଲା ଗୁଣ୍ଡ କ୍ଷୀର ଡବାରେ ଧଳା ଜହର
-
Uncategorized5 years ago
2019 re କାଳିଆ କରିବ ଖେଳ
-
Uncategorized3 weeks ago