ଫୁଲବାଣୀରୁ ଜଣେ ଓ ଜିଲ୍ଲାରୁ ୫୫ନୁତନ କରୋନା ପଜିଟିଭ ଚିହ୍ନଟ

Udaya_Labanya | June 15, 2021 | 204 views |0 | Others

ଫୁଲବାଣୀ- (ସୁନୀଲ ପଟ୍ଟନାୟକ)
କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ବର୍ତ୍ତମାନ କନ୍ଧମାଳ ଜିଲ୍ଲାରେ କରେ। ନା ସଂକ୍ରମିତ ଙ୍କ ସଂଖ୍ୟା ୩.୫ ପ୍ରତିଶତ ରହିଛି । ଫଳରେ ୧୭ ପରେ ସରକାର ଅନଲକ ପ୍ରକ୍ରିୟାରେ କିଛି କୋହଳ କରି ପIରନ୍ତି କନ୍ଧମାଳ ଜିଲ୍ଲାରେ ।
ଜିଲ୍ଲାରେମଙ୍ଗଳବାର ମୋଟ ୫୫ ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରୁ ମାତ୍ରଜଣେ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଆଜି ଫୁଲ ବାଣୀ ସହରରୁ ଚିହ୍ନଟ ପଜିଟିଭ ଆକ୍ରାନ୍ତ ଜଣ ଙ୍କ ଡାକ ପାଲା । ର , ଫୁଲବାଣୀବ୍ଳକ ଅଞ୍ଚଳରୁ ୪ଜଣ ମାତ୍ର କରେ ।ନା ପଜିଟିଭ ରୋଗୀ ଚିହ୍ନଟ ହୋଇ ଛନ୍ତି ।
ସେହିପରି ମଙ୍ଗଳବାର ବାଲିଗୁଡ଼ା ରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ ,ଦ।ରିଙ୍ଗବାଡି ୧୦, କୋଟଗଡ ୭,ଫିରିଙ୍ଗିଆ ୫ ରାଇକିଆ ୨,ଚକାପାଦ ୪, ଟିକା ବାଲି ୮ଖଜୁରୀପଡା ୮, ଜଣ କରେ । ନାପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ମୋଟ ୧୦ହଜାର ୧୯୬ଜଣ ପିଜିଟିଭ ରୋଗୀ ଚିହ୍ନଟ 6ହାଇଥିବାବେଳେ ୯ହଜାର ୪୯୨ଜଣ ସୁସ୍ଥ ହୋଇସାରିଲେଣି। ବର୍ତ୍ତମାନ୬୬୦ଜଣ ରୋଗୀ ଚିକିତ୍ସିତ ହେଉଥିବାବେଳେ ଏଯାଏ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଷୟ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ୍ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

.

Share this

Related Posts

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 52 views |0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସଭ୍ୟ ସଭ୍ୟl ସମ୍ବର୍ଦ୍ଧିତ

Udaya_Labanya | March 12, 2023 | 54 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନୂତନ ଭାବେ ମନୋନୀତ ହୋଇଥିବା ସ ମସ୍ତ ସଭ୍ୟ ଓ ସଭ୍ୟା ମାନଙ୍କୁ ସମ୍ବର୍ଧିତ କରାଯାଇଥିଲା l ସ୍ଥାନୀୟ କରନେସନ ପଡିଆ ଠାରେ ଅନୁଷ୍ଠିତଏ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି…

Leave a Reply

Your email address will not be published. Required fields are marked *

Archives

Categories