ନରସିଂହପୁର ଓ କାନପୁର ଥାନା ଅଧିକାରୀ ଙ୍କୁ ଓକିଲ ସଂଘ ତରଫରୁ ସମ୍ବର୍ଦ୍ଧନା

Udaya_Labanya | July 1, 2021 | 24 views |0 | Breaking News

ନରସିଂହପୁର (ସୁବ୍ରତ କୁମାର ମିଶ୍ର)
ନରସିଂହପୁର ଓକିଲ ସଂଘ ତରଫରୁ ନରସିଂହପୁର ଆଇଆଇସି ଅଲେଖ ଗର୍ଦିଆ ଓ କାନପୁର ଭାର ପ୍ରାପ୍ତ ଅଧିକାରୀ ଶ୍ରୀଯୁକ୍ତ ରବିନ୍ଦ୍ର ଭୁଜବଳ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏଥିରେ ଓକିଲ ସଂଘର ସଭାପତି ନିର୍ମଲେନ୍ଦୁ ମିଶ୍ର, ଉପ ସଭାପତି ଗୋଲାକ ବିହାରୀ ସାହୁ, ସମ୍ପାଦକ ନର ନାରାୟଣ ବାରିକ, ସହ ସମ୍ପାଦକ ଅମୀୟ ରଂଜନ ପଣ୍ଡା, କୋଷାଧ୍ଯକ୍ଷ ଆମର ସିଂ, ଗ୍ରନ୍ଥା ଗାରିକ ଦେବଦତ୍ତ ମଳୟ କୁମାର ବରାଳଙ୍କ ସମେତ ସମସ୍ତ ଓକିଲ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories