ରାସ୍ତା ପାଲଟିଛି ମରଣଜନ୍ମା,ମରାମତି ଦାବୀ

Udaya_Labanya | July 1, 2021 | 12 views |0 | Breaking News

ନରସିଂହପୁର ( ସୁବ୍ରତ କୁମାର ମିଶ୍ର)

ନରସିଂହପୁର ବ୍ଲକ ଅନ୍ତର୍ଗତ କମଳାଡ଼ିହ ପଞ୍ଚାୟତ ପଞ୍ଚମା ରୁ ମାଟି ଗାଡ଼ିଆ ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡ଼ିଛି। ଏଠାରେ 14ଟି ପରିବାର ବସବାସ କରନ୍ତି। ମାତ୍ର ସ୍ଥାୟୀ ରାସ୍ତା ନଥିବାରୁ ବର୍ଷା ଦିନେ ଯାତାୟାତ ଏକ ପ୍ରକାର ଠପ ହୋଇଯାଏ। ବର୍ଷା ହେଲେ ଦମକଳ କିମ୍ବା ଆମ୍ବଲାନ୍ସ ଗାଡ଼ି ଆସିପାରେ ନାହିଁ। ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବା ସହିତ ତୁରନ୍ତ ରାସ୍ତା ମରାମତି କରିବା ପାଇଁ ଦାବୀ ହେଉଛି।

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories