କନ୍ଧମାଳର ୱାଇଲଡ଼ ଲାଇଫ ୱାର୍ଡେନ ହେଲେ କୌଶିକ ସାହୁ

Udaya_Labanya | July 4, 2021 | 8 views |0 | Breaking News


ବାଲିଗୁଡା,୦୪/୦୭.(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ୱାଇଲଡ଼ ଲାଇଫ ୱାର୍ଡେନ ଭାବେ ବାଲିଗୁଡାର ବରିଷ୍ଠ ଆଇନଜୀବି କୌଶିକ ସାହୁ ମନୋନିତ ହୋଇଛନ୍ତି | ରାଜ୍ୟ ମୂଖ୍ୟ ୱାଇଲଡ଼ ଲାଇଫ ଅଧିକାରୀ ଙ୍କ ଚିଠି ନଂ.୬୦୭୮/୨୧ ପ୍ରକାରେ ୱାଇଲଡ଼ ଲାଇଫ ୱାଡେନ ଭାବେ କୌଶିକ ସାହୁ ମନୋନୀତ ହୋଇଥିବା ବିଷୟ ବାଲିଗୁଡା ବନଖଣ୍ଡ ତରଫରୁ ଜଣାପଡିଛି l ଶ୍ରୀସାହୁ ଏଥି ପୂର୍ଵରୁ ୱାଇଲଡ଼ ଲାଇଫ ୱାଡେନ ରୂପେ ଚାରିଥର ମନୋନୀତ ହୋଇ ସୁଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ |କନ୍ଧମାଳ ଜିଲ୍ଲା ର ଜଣାଶୁଣା ପରିବେଶବିତ, ବନ୍ୟଜନ୍ତୁ ସଂରକ୍ଷକ ଭାବେ ମଧ୍ୟ ଶ୍ରୀସାହୁ କାର୍ଯ୍ୟ କରି ଆସୁଛନ୍ତି | ଶ୍ରୀ ସାହୁ ଙ୍କ ଏହି ନୂତନ ନିଯୁକ୍ତି କୁ ବିଭିନ୍ନ ମହଲ ରେ ସ୍ୱାଗତ କରାଯାଇଛି |

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 27 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories