#Breaking News

ରାଇକିଆ ବନ ବିଭାଗ ରେ ଜଂରେ ୭୨ତମ ବନମହ 6ତ୍ସ। ବ ଅବସରରେ ବ୍ୟାପକ ବୃକ୍ଷରୋପଣ


ଫୁଲବାଣୀ- (ସୁନୀଲ ପଟନାୟକ)
ଫୁଲବାଣୀବନବିଭାଗ ଡିଭିଜନ ଅନ୍ତର୍ଗତ ରାଇକିଆ ରେ ଜଂ ଅଧିନରେ ୭୨ ତମ ବନମହୋତ୍ସବ ପାଳିତ ହୋଇଥିଲା।
ଏହି ଅବସରରେ ରେ ଜଂଅଧିନ ଲଣ୍ଡିକିଆ ଓ ବକଡ଼ମାହା ବନ ସଂରକ୍ଷଣ ସମିତି ଅଧୀନରେ ଥିବା ଜଙ୍ଗଲ ଓ ଅଗ୍ନିଶମ ବିଭାଗ କାର୍ଯ୍ୟ।ଳୟ ରେ ବିଭିନ୍ନ କିସମର ବୃକ୍ଷ ସବୁ ରୋପଣ କରାଯାଇଥିଲା।
ଏହି ଅବସରରେ ରେ ଜଂ ଅଫିସର ସୁନୀଲ କୁମାର ସାହୁ ଙ୍କ ପ୍ରତକ୍ଷ ତତ୍ତ୍ଵ । ବଧାନରେ ଅନୁଷ୍ଠିତ ବୃକ୍ଷରୋପଣକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବନ ସୁରକ୍ଷା ସମିତି ସଦସ୍ୟ, ଗ୍ରାମବାସୀ, ପ୍ରମୁଖ ଯୋଗ ଦେଇ ବୃକ୍ଷରୋପଣ କରିବା ସହ ଅନ୍ୟମାନଙ୍କୁ କୃକ୍ଷରୋପଣ କରିବାଲାଗି ପରାମର୍ଶ ଦେଇଥିଲେ ।
ଏକ ସପ୍ତାହବ୍ୟାପୀ ଅନୁଷ୍ଠିତ ହେଉଥିବା ଏହିବନମ6ହ।ତ୍ସବ କାର୍ଯ୍ୟକ୍ରମ ଅବସରରେ ରେ ଜଂ ଅଧିନରେ ବିଭିନ୍ନ ଗ୍ରାମ ।ଞ୍ଚଳରେ ଲୋକଙ୍କୁ ଜଙ୍ଗଲ ସୁରକ୍ଷା ଓ ବୃକ୍ଷରୋପଣ ଉପରେ ସଚେତନ କରାଯିବା ସହ ବ୍ୟାପକ ଔଷଧୀୟ ବୃକ୍ଷସମେତ ଅନ୍ୟାନ୍ୟ ବୃକ୍ଷ ଚାରା ରୋପଣ କରାଯିବ ବୋଲି ରାଇକିଆ ରେ ଜଂର ସୁନୀଲ କୁମାର ସାହୁ କହିଛନ୍ତି ।
ବିଶେଷକରି ସଂପୃକ୍ତ ରେଞ୍ଜ ଅଧିନରେ ଲୋକମାନେ ଜଙ୍ଗଲ ସୁରକ୍ଷା ଓ ନିଆଁ ଦାଉରୁ ରକ୍ଷାକରିବା ନେଇ ସଚେତନ ଥିବା ଓ ଅଧିକରୁ ଅଧିକ ବୃକ୍ଷରୋପଣ କରିବା ଦିଗରେ ଆଗ୍ରହ ପ୍ରକାଶ କରୁଥିବା ଫଳରେ ରେଜଂଅଧିନରେ ପୁର୍ବ । ପେକ୍ଷା ଜଙ୍ଗଲ ବୃଦ୍ଧି ପାଇଥିବା କୁହାଯାଉଛି।
ଏଥିରେ ଯୁବ ରେ ଜଂର ସୁନୀଲ ସାହୁ ,ବନ ପାଳ ଓ ବନରକ୍ଷୀ ପ୍ରମୁଖ ଙ୍କ ନିଷ୍ଠା ଓ ଆନ୍ତରୀକତା ସାଙ୍ଗକୁ କାର୍ଯ୍ୟଦକ୍ଷତା ଯୋଗୁଁ ଜଙ୍ଗଲ ବୃଦ୍ଧି ପାଇଥିବା ସାଙ୍ଗକୁ ବନ୍ୟପ୍ରାଣୀଙ୍କ ମଧ୍ୟ ସୁରକ୍ଷା ହୋଇପାରିଥିବାଜଣାପଡିଛି ।

Leave a comment

Your email address will not be published. Required fields are marked *