ଦୁଷ୍କର୍ମମାମଲାରେ ଅଭିଯୁକ୍ତକୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

Udaya_Labanya | July 6, 2021 | 11 views |0 | Breaking News

,
ଫୁଲବାଣୀ- (ସୁନୀଲ ପଟନାୟକ)
ମଙ୍ଗଳବାର ଏକ ଦୁଷ୍କର୍ମମାମଲାର ବିଚାର କରି ଫୁଲ ବାଣୀ ପୋ କ୍ସ କୋର୍ଟର ବିଚାରପତିକନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଅଭିଯୁକ୍ତ ଟୁନା ପ୍ରଧାନ କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ । ଦେଶ ଦେବା ସହ ୫ ହଜାର ଟଙ୍କା ଜରିମାନ । ଆଦେଶ ଦେଇଛନ୍ତି । ସୂଚନାଯୋଗ୍ୟଯେ ୨୦୧୫ରେ ଅଭିଯୁକ୍ତ ଟୁନା ସଂପୁକ୍ତ ଥାନା ଅଞ୍ଚଳର ଜଣେନାବାଳିକା
କୁ ଏକାକୀ ପାଇ ଦୁଷ୍କର୍ମ କରିଥିଲା। ଏନେଇ ରାଇକିଆ ଥାନାରେ ପିଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା।ଏତଲା କୁ ଭିତ୍ତି କରି ରାଇକିଆ ପୋଲିସ ୯/୧୫ରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଆଜି ସାକ୍ଷ ପ୍ରମାଣକୁ ଭିତ୍ତିକରି ମାନ୍ୟବର ବିଚାରପତି ଉପରୋକ୍ତ ରାୟ ଶୁଣାଇଥିବା କଥା ବରିଷ୍ଠ ସର କ।ରି ଓ କିଲ
ଅସୀମ ପ୍ରହରାଜ ସୂଚନା ଦେଇଛନ୍ତି ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories