ଜିଲ୍ଲା ରେ ସମସ୍ତ ମହିଳା ଙ୍କୁ ସ୍ବବଲମ୍ବୀ କରାଯିବ

Udaya_Labanya | July 10, 2021 | 21 views |0 | Breaking News


ବରଗଡ଼:- ବରଗଡ଼ ଜିଲ୍ଲା ବିଜୁ ଜନତା ଦଳର ନୂତନ ମହିଳା ସଭାନେତ୍ରୀ ଭାବେ ଶ୍ରୀମତୀ ନୀଳ କୁମାରୀ ନାଏକ ମନୋନୀତ ହେବା ପରେ ସେ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ସହ ଆଲୋଚନା କରିଛନ୍ତି। ଅତାବିରା ବିଧାୟିକା ତଥା ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଙ୍କୁ ସାକ୍ଷାତ କରି ମହିଳା ମାନଙ୍କ ସାଂଗଠନିକ ଦକ୍ଷତା ବୃଦ୍ଧି ପାଇଁ ସେ ଆଲୋଚନା କରିଥିଲେ। ସେହିପରି ରାଜ୍ୟ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ବିଜେପୁର ବିଧାୟିକା ରୀତା ସାହୁ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ସହିତ ମଧ୍ୟ ସାକ୍ଷାତ ଆଲୋଚନା କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories