ବାଲିଗୁଡ଼ା ମାଦି ନାଟ ରେ ବାଇକ ଦୁର୍ଘଟଣା ୨ ମୃତ

Udaya_Labanya | July 10, 2021 | 120 views |0 | Breaking News


ଫୁଲ ବାଣୀ- (ସୁନୀଲ ପଟ୍ଟନାୟକ)
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମାଦି ନାଟ
ଗ୍ରାମ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ ଯୋଗେ ବାଲିଗୁଡ଼ାରୁ କୁଟିକିଆ ଗଲା ବେଳେ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣ ।
ଗସ୍ତ ହୋଇପଡିବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକ ଦୁଇ ଜଣ ହେଲେ କୁଟିକିଆ ଗ୍ରାମ ର ସୁନୀଲ ଦିଗଲ ଓ ସୁମନ୍ତ ଦଳବେହେରା ବୋଲି ଜଣାପଡିଛି ।
ଖବର ପାଇ ଶନିବାର ବାଲିଗୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି । ବାଲିଗୁଡ଼ା ପୋଲିସ ଏ ନେଇ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories