ଆଜିର ରାଶିଫଳ

Udaya_Labanya | July 11, 2021 | 44 views |0 | Vastu & Astrology


ଅଦ୍ୟ ଜୁଲାଇ ମାସ ୧୧ ତାରିଖ ୨୦୨୧ ମସିହା(ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଆଷାଢ଼ମାସ-ଶୁକ୍ଳପକ୍ଷ
ତିଥି-ପ୍ରତିପଦ ଦିବା ଘ ୦୭/୨୯ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା
ନକ୍ଷତ୍ର- ପୂଷ୍ୟା ରାତ୍ରି ଘ ୦୨/୩୮ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ-ହର୍ଷଣ
କରଣ-ବବ
ସୌରମାସ-ମିଥୁନ ୨୭ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୮/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୨୯
✧═════•❁❀❁•═════✧
ଯୋଗିନୀ ପୂର୍ବେ ଦିବା ଘ ୦୭/୨୯ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
ମେଷ ରାଶିର ଘାତବାର
ଦ୍ଵିତୀୟା ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। ଓ ବାରବେଳ।- ଦିବା ଘ୧୦/୧୦ଗତେ ଘ୦୧/୨୭ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୫୫ ଗତେ ଘ୦୯/୧୦ ମଧ୍ୟେ ଓ ଘ୦୧/୨୮ ଗତେ ଘ୦୨/୦୭ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୩/୪୪ ଗତେ ଘ୦୪/୩୧ ମଧ୍ୟେ
═✧══•❁❀❁•═════✧
ମେଷ:👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
✧═════•❁❀❁•═════✧
ବୃଷ: 👉ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
ମିଥୁନ: 👉ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
✧═════•❁❀❁•═════✧
କର୍କଟ:👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
✧═════•❁❀❁•═════✧
ସି˚ହ: 👉ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
✧═════•❁❀❁•═════✧
କନ୍ୟା:👉 ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
✧═════•❁❀❁•═════✧
ତୁଳା:👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
✧═════•❁❀❁•═════✧
ବିଛା:👉 ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।
✧═════•❁❀❁•═════✧
ଧନୁ:👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
ମକର:👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ
✧═════•❁❀❁•═════✧
କୁମ୍ଭ:👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
✧═════•❁❀❁•═════✧
ମୀନ:👉 ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
✧═════•❁❀❁•═════✧

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 46 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 53 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories