ବିଜେଡି ଯୁବ ଓ ଛାତ୍ର ଶାଖା ପକ୍ଷରୁ ରକ୍ତଦାନ ଶିବିର

Udaya_Labanya | July 11, 2021 | 22 views |0 | Breaking News

ବରଗଡ଼:-୧୧/୭
କରୋନା ସମୟରେ ରକ୍ତାଭାବ କୁ ଦୁର କରିବା ପାଇଁ  ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ଯ ଙ୍କ ତତ୍ବାବଧାନ ରେ ଆଜି ବରଗଡ଼ ବ୍ଲକ ଅନ୍ତର୍ଗତ ବରଗାଁ ପଞ୍ଚାୟତ ଠାରେ ଜିଲ୍ଲା ବିଜୁ ଯୁବ,ଛାତ୍ର ଜନତା ଦଳ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ବରଗଡ ରକ୍ତ ଭଣ୍ଡାର ଦ୍ବାରା ସର୍ବମୋଟ ୫୭ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ମୁଖ୍ଯ ଅତିଥି ବିଧାୟକ ଦେବେଶ ଆଚାର୍ଯ୍ଯ ଏବଂ ଯୁବ ସଂଗଠକ ଶ୍ରୀ ଉମେଶ ଚନ୍ଦ୍ର ପଣ୍ଡା ଫିତା କାଟି ଶିବିର କୁ ଉଦ୍ଘାଟନ କରିଥିଲେ । ଏଥିରେ ଓଡିଶା ମୋପରିବାର ର ଜିଲ୍ଳା ସଂଯୋଜକ ଗୌରହରୀ ମିଶ୍ର, ବିଜୁ ଯୁବ ଜନତାଦଳ ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ,ଜୀବନ ବିନ୍ଦୁର ଜିଳ୍ଲାସହ ସଂଯୋଜକ ଅଶ୍ବିନୀ ତ୍ରିପାଠୀ,ପୁର୍ବତନ ସରପଞ୍ଚ କ୍ଷୀରୋଦ୍ର ସାହୁ,ବରଗାଁ ର ମନୋଜ ସାହୁ, କେଶବ ଭୁଏ, ଦେବାର୍ଚନ ପଧାନ, ଟେକଧର ପଧାନ ପ୍ରମୁଖ ଶିବିର ପରିଚାଳନା ରେ ସହଯୋଗ କରିଥିଲେ

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 7 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories