#Vastu & Astrology

ଆଜିର ରାଶିଫଳ


ଅଦ୍ୟ ଜୁଲାଇ ମାସ ୧୪ ତାରିଖ ୨୦୨୧ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଆଷାଢ଼ମାସ-ଶୁକ୍ଳପକ୍ଷ
ତିଥି-ଚତୁର୍ଥୀ ଦିବା ଘ ୦୭/୪୬ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ପୁର୍ବା: ଫା ରାତ୍ରି ଘ ୦୪/୧୧ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରା: ଫା
ଚନ୍ଦ୍ର- ସିଂହ
ଯୋଗ-ବ୍ୟତିପାତ
କରଣ-ବିଷ୍ଟି
ସୌରମାସ-ମିଥୁନ ୩୦ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୪୯
✧═════•❁❀❁•═════✧
ଯୋଗିନୀ ନୈରୁତେ ଦିବା ଘ ୦୭/୪୬ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ପଞ୍ଚମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। – ଦିବା ଘ୦୮/୩୨ଗତେ ଘ୧୦/୧୨ ମଧ୍ୟେ
ବାରବେଳ।- ଦିବା ଘ୧୧/୫୨ଗତେ ଘ୦୧/୩୦ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧଅମୃତବେଳ। -ଦିବା ଘ୦୭/୪୧ ଗତେ ଘ୦୮/୩୧ ମଧ୍ୟେ ଓ ଘ୦୧/୩୪ ଗତେ ଘ୦୪/୩୦ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ର ବେଳ।-ନାସ୍ତି
═✧══•❁❀❁•═════✧
ଅଦ୍ୟ ବେଲ ଭକ୍ଷଣ ନିଷେଧ
🌹ମେଷ🌹👉: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।
✧═════•❁❀❁•═════✧
🌹ବୃଷ🌹👉: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।
✧═════•❁❀❁•═════✧
🌹ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।
✧═════•❁❀❁•═════✧
🌹କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌹ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
✧═════•❁❀❁•═════✧
🌹କନ୍ୟା🌹👉: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।
✧═════•❁❀❁•═════✧
🌹ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
🌹ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
🌹ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
🌹ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।
✧═════•❁❀❁•═════✧
🌹କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
🌹ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *