ସୋହେଲା ବ୍ଲକ ଠାରେ ଇ ଶକ୍ତି ପ୍ରକଳ୍ପ ର ବୈଠକ ଅନୁଷ୍ଠିତ

Udaya_Labanya | July 14, 2021 | 46 views |0 | Breaking News


ବରଗଡ଼ (ଉଲାପ୍ର)
ବରଗଡ଼ ଜ଼ିଲ୍ଲା ସୋହେଲା ବ୍ଲକର କନଫରେନ୍ସ ହଲ ଠାରେ ନାବାର୍ଡ ଓଡିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ଓ ମହାଶକ୍ତି ଫାଉଣ୍ଡେସନ ର ମିଳିତ ଆନୁକୂଲ୍ୟରେ ଇ ଶକ୍ତି ପ୍ରକଳ୍ପ ର ମାସିକିଆ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ପଂଚାୟତ ସ୍ତରରେ କାମ କରୁଥିବା ଆନିମେଟର ମାନେ ଯୋଗଦାନ କରିଥିଲେ l ବର୍ତମାନ ସମୟରେ ସ୍ୱୟଂ ସହାୟକ ଗୋଷ୍ଠୀ କୁ କିପରି ମଜଭୂତ କରାଯିବ ସେ ବିଷୟରେ ଆଲୋଚନା ହୋଇଥିଲା l ମହାଶକ୍ତି ଫାଉଣ୍ଡେସନ ରେ ଇଶକ୍ତି ପ୍ରକଳ୍ପ ର ମୁଖ୍ୟ ସୁବୋଧ କୁମାର ସାହୁ ପ୍ରକଳ୍ପ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ l ସାମାଜିକ ଦୂରତା ତଥା ମାସ୍କ ପିନ୍ଧି ସମସ୍ତ ଆନିମେଟର ଯୋଗଦାନ କରିଥିଲେ l ଶେଷରେ ଝୁନୁ ଦାସ ବ୍ଲକ କୋର୍ଡିନେଟର ଇ ଶକ୍ତି ପ୍ରକଳ୍ପ ସୋହେଲା ଧନ୍ୟବାଦ ଅର୍ପଣ କରିଥିଲେ l

Share this

Related Posts

ନୂଆପାଟଣା ବୌଦ୍ଧ ସଂଘ ଦ୍ୱାରା ଶାନ୍ତିପୂର୍ଣ କ୍ୟାଣ୍ଡେଲ…

Udaya_Labanya | June 10, 2023 | 17 views |0

l ନୂଆପାଟଣା ( ଉଲ୍ଲାପ୍ର )ଶୁକ୍ରବାର ସନ୍ଧ୍ୟା ୭ ଘଟିକା ୩୦ ମିନିଟ ସମୟରେ ଐତିହାସିକ ବୋଧିବୃକ୍ଷ ବୋଧିଦ୍ରୁମ ବୁଦ୍ଧ ବିହାର ଠାରେ ନୂଆପାଟଣା ବୋୖଦ୍ଧ ସଂଘ ତରଫରୁ ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ସ୍ମୃତିଚାରଣ ଓ…

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views | 0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

Leave a Reply

Your email address will not be published. Required fields are marked *

Archives

Categories