ସୋହେଲା ବ୍ଲକ ଠାରେ ଇ ଶକ୍ତି ପ୍ରକଳ୍ପ ର ବୈଠକ ଅନୁଷ୍ଠିତ

Udaya_Labanya | July 14, 2021 | 41 views |0 | Breaking News


ବରଗଡ଼ (ଉଲାପ୍ର)
ବରଗଡ଼ ଜ଼ିଲ୍ଲା ସୋହେଲା ବ୍ଲକର କନଫରେନ୍ସ ହଲ ଠାରେ ନାବାର୍ଡ ଓଡିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ଓ ମହାଶକ୍ତି ଫାଉଣ୍ଡେସନ ର ମିଳିତ ଆନୁକୂଲ୍ୟରେ ଇ ଶକ୍ତି ପ୍ରକଳ୍ପ ର ମାସିକିଆ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ପଂଚାୟତ ସ୍ତରରେ କାମ କରୁଥିବା ଆନିମେଟର ମାନେ ଯୋଗଦାନ କରିଥିଲେ l ବର୍ତମାନ ସମୟରେ ସ୍ୱୟଂ ସହାୟକ ଗୋଷ୍ଠୀ କୁ କିପରି ମଜଭୂତ କରାଯିବ ସେ ବିଷୟରେ ଆଲୋଚନା ହୋଇଥିଲା l ମହାଶକ୍ତି ଫାଉଣ୍ଡେସନ ରେ ଇଶକ୍ତି ପ୍ରକଳ୍ପ ର ମୁଖ୍ୟ ସୁବୋଧ କୁମାର ସାହୁ ପ୍ରକଳ୍ପ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ l ସାମାଜିକ ଦୂରତା ତଥା ମାସ୍କ ପିନ୍ଧି ସମସ୍ତ ଆନିମେଟର ଯୋଗଦାନ କରିଥିଲେ l ଶେଷରେ ଝୁନୁ ଦାସ ବ୍ଲକ କୋର୍ଡିନେଟର ଇ ଶକ୍ତି ପ୍ରକଳ୍ପ ସୋହେଲା ଧନ୍ୟବାଦ ଅର୍ପଣ କରିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories