ଘୁ. ଉଦୟଗିରି ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ବିଜେଡି ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

Udaya_Labanya | July 21, 2021 | 7 views |0 | Breaking News


ବାଲିଗୁଡା,.(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ. ଉଦୟଗିରି ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକ ଓ ଗୋଟିଏ ଏନଏସି ର ନୂତନ ଭାବେନିଯୁକ୍ତି ପାଇଥିବା ସଭାପତି ମାନଙ୍କୁ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ସଲୁଗା ପ୍ରଧାନ ଫୁଲ ତୋଡା ଦେଇ ଅଭିନନ୍ଦନ ଜଣାଇଥିଲେ । ନବ ନିର୍ବାଚିତ ସଭାପତି ରାଇକିଆ ବ୍ଲକ ବିଜୁ ଜନତା ଦଳର ସଭାପତି ରାଜ ମୋହନ ଦିଗଲ , ଟିକାବାଲି ବ୍ଲକ ସଭାପତି ରୋଦନ ମଳିକ, ଘୁ.ଉଦୟଗିରି ବ୍ଲକ ସଭାପତି ଲିଙ୍ଗରାଜ କହଁର , ଦାରିଙ୍ଗବାଡି ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ ଓ ଘୁ.ଉଦୟଗିରି ଏନଏସି ସଭାପତି ଗୋପାଳ କୃଷ୍ଣ ମହାପାତ୍ର ଙ୍କୁ ବିଧାୟକ ଶ୍ରୀ ପ୍ରଧାନଙ୍କୁ କୃତଜ୍ଞତା ଜଣାଇଥିଲେ। ବିଧାୟକ ସମସ୍ତ ସଭାପତିଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ଫୁଲତୋଡା ଦେଇ ବ୍ଲକ ଓ ଏନଏସସି ଅଞ୍ଚଳରେ ରାଜ୍ୟ ସରକାରଙ୍କର ଜନ ହିତକର ଯୋଜନାରେ ଜନତାଙ୍କର ବିକାଶରେ ନେତୃତ୍ୱ ନେବାକୁ ବ୍ଲକ ସଭାପତି ମାନଙ୍କୁ ଆହ୍ୱାନ ଦେଇଥିଲେ। ଏଥିରେ ବିଧାୟକ ପ୍ରତିନିଧି ଦୀପକ କୁମାର ସାହୁ ଙ୍କ ସମେତ ବହୁ ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 4 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories