ଦୁର୍ଘଟଣାରେ ଆଇସିଡିଏସ ସୁପରଭାଇଜର ଆହତ

Udaya_Labanya | July 21, 2021 | 116 views |0 | Breaking News

,
ଫୁଲବାଣୀ- (ସୁନୀଲ ପଟ୍ଟନାୟକ)
ବୁଧବାର ବାଇକରେ ବସି ଯାଉଥିବାବେଳେ ରାଇକିଆ ଆଇସିଡି ଏସ ସୁପରଭାଇଜରଉର୍ବଶୀ ପ୍ରଧାନ ରୁଦାଙ୍ଗିଆ ଘାଟି ହମ୍ପସରେ ଖସି ପଡି ଗୁରୁତର ଆହତ ହୋଇଛନ୍ତି ।
ଖବର ପାଇ ଘଟଣା ସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଘୁଉଦୟଗିରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତାଙ୍କର ହାତ ଗୋଡ଼ ଓ ଛାତିରେ ଆଘାତ ଲାଗିଛି। ସେ ସକାଳେ ଇନ୍ଦ୍ରଗଡ଼ ଡ୍ୟୁଟିରେ ସ୍ୱାମୀଙ୍କ ସହିତ ବାଇକରେ ପଛରେ ବସି ଯାଉଥିବାବେଳେ ହମ୍ପସରେ ଭାରସାମ୍ୟ ହରାଇ ଖସିପଡିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 7 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories