ସରସର ଗ୍ରାମରେ ରକ୍ତଦାନ ଶିବିର

Udaya_Labanya | July 21, 2021 | 10 views |0 | Breaking News


ବରଗଡ଼(ଉଲାପ୍ର୍)
)କରୋନା ସମୟରେ ରକ୍ତାଭାବ କୁ ଦୁର କରିବା ପାଇଁ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ଯ ଙ୍କ ତତ୍ବାବଧାନ ରେ ଆଜି ସରସରା ଗାଁ ର ଉଚ୍ଚ ବିଦ୍ୟାଳୟ ଠାରେ ବିଜୁ ଯୁବ,ଛାତ୍ର ଜନତା ଦଳ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିର ରେ ବୁର୍ଲା ରକ୍ତ ଭଣ୍ଡାର ଦ୍ବାରା ସର୍ବମୋଟ ୩୪ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଶିବିର କୁ ମୁଖ୍ଯ ଅତିଥି ବିଧାୟକ ଦେବେଶ ଆଚାର୍ଯ୍ଯ ଫିତା କାଟି ଉଦ୍ଘାଟନ କରିଥିବା ବେଳେ ଓଡିଶା ମୋପରିବାର ର ଜିଲ୍ଳା ସଂଯୋଜକ ଗୌରହରୀ ମିଶ୍ର, ବିଜୁ ଯୁବ ଜନତାଦଳ ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ,ଜୀବନ ବିନ୍ଦୁର ଜିଲ୍ଳା ସହ ସଂଯୋଜକ ଅଶ୍ବିନୀ ତ୍ରିପାଠୀ,ସରସରା ଗ୍ରାପ ର ସରପଞ୍ଚ ମିଳନ ନାଗ,ପୁର୍ବତନ ସରପଞ୍ଚ ସମିର ପଣ୍ଡା, ଶିକ୍ଷାବିତ ଗୋପାଲ କୃଷ୍ଣ ମିଶ୍ର, ରାଜେଶ ପ୍ରଧାନ ଓ ସୁବାଷ ନାୟକ, କ୍ଷିରେଶ୍ବର ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories